ଲୁକ୍ 17:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ମାତର୍ ଲତ୍ ସଦମ୍ ନାଉଁର୍ ଗଡେଅନି ବାରଇକରି ଜିବା ଦିନେ ସେ ବାଦ୍ଲେଅନି ଜଇ ଆରି ଗନ୍ଦ୍ଗୁଲା ଆସି ଲତ୍ ଆରି ତାର୍ କୁଟୁମର୍ ଲକ୍କେ ଚାଡି ସେ ଗଡର୍ ସବୁ ଲକ୍କେ ମରାଇ ଦେଲା । အခန်းကိုကြည့်ပါ။ |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।