4 ଜଦି ସେ ଗଟେକ୍ ଦିନେ ସାତ୍ପାଲି ଜାକ ତମର୍ ବିରଦେ ପାପ୍ କରି, ପଚେ ନିଜର୍ ବୁଲ୍ କଲାଟା ଏତାଇ ମନ୍ ବାଦ୍ଲାଇକରି ତମର୍ ତେଇ ଆସି ଜେତେପାଲି କେମା ମାଗ୍ଲେ, ସେତ୍କିପାଲି ତାକେ କେମା ଦିଆସ୍ ।”
ଆରି ଜଦି ସେ ନ ସୁନ୍ଲେ, ଗଟେକ୍ ଲକ୍କେ ନଇଲେ ଦୁଇ ଲକ୍କେ ଡାକି ନେଇ ତାର୍ ଲଗେ ଜାଆ । ଆମର୍ ସାସ୍ତର୍ ନିୟମ୍ ଇସାବେ, ଦୁଇଟା ନଇଲେ ତିନ୍ଟା ସାକିର୍ ମୁଆଟେ ତମର୍ ଦାବି ସତ୍ ବଲି ଜାନା ପଡ୍ସି ।
ଜିସୁ ଏ କାତା କଇସାରାଇ କଇଲା, “ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।”
ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା ।
ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
ଆରି ପେରିତ୍ମନ୍ ଜିସୁକେ କଇଲାଇ, “ଆମର୍ ବିସ୍ବାସ୍ ଅଦିକ୍ କରିଦିଆସ୍ ।”
ଏଲେ ସାସ୍ତରର୍ ଲେକା ଇସାବେ “ତମର୍ ସତ୍ରୁ ବୁକେ ରଇଲେ, ତାକେ କାଇବାକେ ଦିଆସ୍, ସସେ ରଇଲେ, ପାନି କୁଆ । ଏନ୍ତାର୍କଲେ ସେ ତମ୍କେ କରିରଇବା ଅନିଆଇର୍ ଲାଗି ବେସି ଲାଜ୍ ଅଇଜାଇସି ।”