ଲୁକ୍ 18:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ପାରୁସି ଲକ୍ ନିଜେ ଅଲପ୍ ଦୁରିକେ ଟିଆଅଇ ଏନ୍ତି ପାର୍ତନା କର୍ବାର୍ ବସ୍ଲା, “ଏ ପର୍ମେସର୍ ମୁଇ ତମ୍କେ ଦନିଅବାଦ୍ ଦେଲିନି । ମୁଇ ବିନ୍ଲକର୍ପାରା ଲବ୍ରା ନାଇ କି ମିଚ୍ମାୟା ନାଇ କି ବେସିଆ କାମ୍ କରି ନାଇ । ଆରି ତକେ ଜୁଆର୍ କଲିନି ମୁଇ ଏ ସିସ୍ତୁମାଙ୍ଗୁ ପାରା ନଇ ।” အခန်းကိုကြည့်ပါ။ |