12 ଆରି ସେ କଇଲା, “ମୁଇ ଜିଉଦିମନର୍ ନିୟମ୍ ଇସାବେ ଆଟ୍କେ ଦୁଇ ଦିନ୍ ଉପାସ୍ ରଇ ପାର୍ତନା କଲିନି । କାମାଇଲାଟାନର୍ ଦସ୍ବାଗର ବାଗେକ୍ ତମ୍କେ ଦେଲିନି ।” ବଲି ପାର୍ତନା କଲା ।
କାଇକେବଇଲେ ମୁଇ ତମ୍କେ କଇଲିନି, ସାସ୍ତର୍ ସିକାଉମନ୍ ଆରି ପାରୁସିମନର୍ତେଇଅନି ଅଦିକ୍ ବିସ୍ବାସ୍ ରଇ, ପର୍ମେସରର୍ ମନ୍ କଲା ଇସାବେ, କାମ୍ କଲେସେ ସରଗ୍ ରାଇଜେ ଜାଇପାରାସ୍ ।”
ଲକ୍ମନ୍କେ ଦେକାଇଅଇବାକେ ସବୁର୍ ମୁଆଟେ ନିକ କାମ୍ କରାନାଇ । ସେଟା କଲେ ସର୍ଗେ ରଇବା ତମର୍ ବାବାର୍ ଟାନେଅନି ପୁରୁସ୍କାର୍ ନ ପାଆସ୍ ।
“ଉପାସ୍ କର୍ବା ବେଲେ ଦରମ୍ ବଲି ଦେକାଇଅଇଲା ଲକର୍ ପାରା ବାଇରେ ସପାସୁତର୍ ଅଇବାଟା ଚାଡିଦେବାର୍ ନାଇ । ସେମନ୍ ଉପାସ୍ କଲୁନି ବଲି ଲକର୍ ଲଗେ ଦେକାଇ ଅଇବାକେ ସେନ୍ତାରି କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ଏନ୍ତି କର୍ବାର୍ ଲାଗି ନିଜର୍ ପୁରୁସ୍କାର୍ ସବୁ ପାଇଲାଇବେ ।
ପାର୍ତନା କର୍ବା ବେଲେ କୁଟିଆଲ୍ ବିସ୍ବାସିମନର୍ ପାରା ଉଆନାଇ । କାଇକେ ବଇଲେ ସେମନ୍ ଲକ୍ମନ୍କେ ଦେକାଇ ଅଇବାକେ ପାର୍ତନା ଗର୍ମନ୍କେ ଆରି ଗାଉଁର୍ ମଜା ଡାଣ୍ଡେ ଟିଆ ଅଇକରି ପାର୍ତନା କର୍ବାକେ ମନ୍ କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ନିଜର୍ ନିଜର୍ ପୁରୁସ୍କାର୍ ପାଇଲାଇବେ ।
ତାର୍ ପଚେ ଦିନେକ୍ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ଆମେ ଆରି ପାରୁସିମନ୍ ବେସି ତର୍ ଲାକା ଉପାସ୍ କଲୁନି, ମାତର୍ ତମର୍ ସିସ୍ମନ୍ କାଇଜେ ଉପାସ୍ କରତ୍ ନାଇ ?”
“ଅଇରେ ପାରୁସିମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ ତମର୍ ବାଡେଅନି କାମାଇଲାଟା ଦସ୍ବାଗ୍ ଅନି ବାଗେକ୍ ଦେଲାସ୍ନି । ମାତର୍ ତମେ ନିଆଇ ଆରି ଦୟା ଏଲା କଲାସ୍ନି । ଏଟାସଙ୍ଗ୍ ବାଗେକ୍ ଦେବାଟା ମିସା ଚାଡ୍ବାର୍ ନାଇ ।”
ସେନ୍ତାରି ତମ୍କେ କଇରଇଲା ସବୁ ବିସଇ କରିସାରାଇଲା ପଚେ ତମେ କଇବାର୍ ଆଚେ । ଆମେ ଅବ୍କା ଗତିଦାଙ୍ଗ୍ଡାମନ୍, ଆମର୍ ଜେତ୍କି କର୍ବାର୍ ରଇଲା, ସେତ୍କିସେ ଆମେ କରିଆଚୁ।”
ସେନ୍ତାର୍ଆଲେ ଆମେ କାଇ ବିସଇନେଇ ବଡ୍ପନ୍ ଅଇବାର୍ ଆଚେ ? ନାଇ ସେନ୍ତି କାଇଟା ମିସା ନାଇ । ଆମେ ବଡ୍ପନ୍ ଦେକାଇବାକେ କାଇ ବିସଇ ଆଚେ କି ? ଆମେ ପୁରାପୁରି ନିୟମ୍ ମାନ୍ଲୁନି ବଲିକରି କି ? ନାଇ, ଅବ୍କା ବିସ୍ବାସ୍ କର୍ବାଟାସେ ଆମର୍ ବଡ୍ପନ୍ ଦେକାଇବାଟା ।
ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
ଜେନ୍ତିକି ଏ ବିସଇନେଇ କେ ମିସା ନିଜେ ବଡ୍ପନ୍ ଅଇ ନାପାରେ ।
କାଇକେବଇଲେ ଗାଗଡ୍କେ ବୁଲାଚାଲା କରି ନିକ ସଙ୍ଗ୍ ସଙ୍ଗଇବାଟା କେତେଟା କାମର୍ ପାଇ ନିକ ବିସଇ । କାଇକେବଇଲେ ଏଟା ଜଗତେ ବଁଚିରଇଲେ କି ମରିଗାଲେ ମିସା ତାକେ ଲଡାକେ ଆଇସି । ମାତର୍ ଆତ୍ମାଇ ଚଲାଚଲ୍ତି କର୍ବାଟା ସବୁ କାମେ ନିକ ରଇସି ।