25 ସେ ଲକ୍ମନ୍ ସରଗ୍ ରାଇଜେ ଜିବାଟାନେଅନି ଗଟେକ୍ ବଡ୍ ଜଁତ୍ ସୁଜିକାଣାବାଟେ ଚିଙ୍ଗ୍ଲି ଜିବାକେ ସଅଜ୍ ଅଇସି ।”
ଆରି ତରେକ୍ କଇଲିନି, ଗଟେକ୍ ବଡ୍ଟା ପସୁ ଜେନ୍ତି ସୁଜି କାଣାବାଟେ ଚିଙ୍ଗ୍ଲି ଜିବାକେ ଆବଡ୍, ସାଉକାର୍ ଲକ୍ ସରଗ୍ ରାଇଜେ କେଟ୍ବାଟା ଅଦିକ୍ ଆବଡ୍ ।”
ଏଇ ବାଟ୍ଦେକାଇବା କାଣା ଲକ୍ମନ୍ ! ତମେ କାଇବାବେଲେ କେଡେବଲ୍ ତେଇ କାଇଆଲେ କିଡା ଅଦ୍ରି ରଇସି ବଲି ସେଟା ଚାନି ପାକାଇତେ ରଇସା । ମାତର୍ ତମେ ଗଟେକ୍ ଗଟେକ୍ ବଡ୍ ପସୁକେ ମିସା ଗିଲି କାଇପାକାଇସା ।
'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍ ?
ଜେନ୍ତି ଗଟେକ୍ ବଡ୍ ଜଁତ୍ ସୁଜି ବାଟେ ଚିଙ୍ଗ୍ଲି ଜିବାକେ କସ୍ଟ, ସାଉକାର୍ ଲକ୍ ପର୍ମେସରର୍ ରାଇଜେ କେଟ୍ବାଟା ତାର୍ତେଇଅନି ଅଦିକ୍ କସ୍ଟ ।”
ଏକାତା ସୁନ୍ତେ ରଇଲା ଲକ୍ମନ୍ କଇଲାଇ, “ଏନ୍ତି ବଇଲେ କେ ତେବେ ଉଦାର୍ ପାଇସି ?”