28 ପିତର୍ ଜିସୁକେ କଇଲା, “ଦେକା ଆମର୍ ଗରର୍ ସବୁ ଚାଡିକରି ତମର୍ ସଙ୍ଗ୍ ଆଇଲୁଆଚୁ ।”
ଏ କାତା ସୁନି ପିତର୍ କଇଲା, “ଦେକା, ଆମେ ସବୁଜାକ ଚାଡିକରି ତମର୍ ସଙ୍ଗ୍ ଆସିଆଚୁ । ତେବେ ଆମ୍କେ କାଇଟା ମିଲ୍ସି ?”
ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
ପିତର୍ ଜିସୁକେ କଇଲା, “ଦେକା ଆମେ ଆମର୍ ସବୁ ଚାଡିଦେଇ ତମର୍ ସଙ୍ଗ୍ ଆଇଲୁଆଚୁ ।”
ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ ।
ତାର୍ ପଚେ ସେ ସିସ୍କେ କଇଲା “ଏଦେ ଦେକା ! ତର୍ ଆୟା !” ସେଦିନେ ଅନି ସେ ସିସ୍ ଜିସୁର୍ ମାକେ ନିଜର୍ ଗରେ ଡାକିନେଲା ।
ମାତର୍ ଆଗେ ମୁଇ ଜେତ୍କି ସବୁ ବିସଇ ବେସି ମୁଲିଅ ଆଚେବଲି ବାବ୍ତେରଇଲି, ଏବେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ସେଟାମନ୍ ସବୁ ଚୁଚାଇସେ ବଲି ଜାନ୍ଲିନି ।