30 ତାକେ ଏ ଦୁନିଆର୍ ଜିବନେ, ସେ ଜେତ୍କି ଚାଡି ରଇଲା ତାର୍ ତେଇ ଅନି ଅଦିକ୍ ମିଲ୍ସି । ଆରି ପଚେ ତାକେ ନ ସାର୍ବା ଜିବନ୍ ମିଲ୍ସି ।”
ଜଦି କେ ନର୍ପିଲା, ମର୍ ବିରଦେ ନିନ୍ଦା କାତା କଇଲେ, ତାକେ କେମା ମିଲ୍ସି, ମାତର୍ ଜେ ଜଦି ସୁକଲ୍ ଆତ୍ମାର୍ ବିରୁଦେ ନିନ୍ଦା କାତା କଇଲେ ତାକେ ଏବେ କି ପଚ୍କେ ମିସା କେମା ନ ମିଲେ ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
କାଇକେବଇଲେ ଗାଗଡ୍କେ ବୁଲାଚାଲା କରି ନିକ ସଙ୍ଗ୍ ସଙ୍ଗଇବାଟା କେତେଟା କାମର୍ ପାଇ ନିକ ବିସଇ । କାଇକେବଇଲେ ଏଟା ଜଗତେ ବଁଚିରଇଲେ କି ମରିଗାଲେ ମିସା ତାକେ ଲଡାକେ ଆଇସି । ମାତର୍ ଆତ୍ମାଇ ଚଲାଚଲ୍ତି କର୍ବାଟା ସବୁ କାମେ ନିକ ରଇସି ।
ତାର୍ ବାଦୁଲେ ଆମେ ଜେଡେବେଲେ ପର୍ମେସର୍କେ ସାର୍ଦା କରାଉଁ, ଆରି ଆମ୍କେ ଜେତ୍କି ଆଚେ ସେତ୍କି ସଙ୍ଗ୍ ସୁସ୍ତା ସଙ୍ଗ୍ ରଉଁ, ତେବେ ଆମେ ଜବର୍ ଅଇତେ ମିଲାଇଆଚୁ ।
ତମେ ଜେତ୍କି ଦୁକ୍ କସ୍ଟ ମୁର୍ଚିକରି ରଇବାକେ ଗାଲାସ୍ନି, ସେ ବିସଇ ଚିନ୍ତା କରି ଡରାନାଇ । ସୁନା ତମ୍କେ ସଇତାନ୍ ବନ୍ଦିଗରେ ପାକାଇକରି ପରିକା କର୍ସି, ଦସ୍ଦିନ୍ ଜାକ ତମେ କସ୍ଟେ ରଇସା । ମାତର୍ ମର୍ବାକେ ପଡ୍ଲେ ମିସା ମକେ ବିସ୍ବାସ୍ କରି ରୁଆ । ଆରି ଇନାମ୍ ଇସାବେ ତମ୍କେ ନ ସାର୍ବା ଜିବନ୍ ଦେବି ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।
ଜେ ଜିତ୍ସି ମର୍ ଲଗେ ତାକେ ବସାଇ ସାସନ୍ କର୍ବାକେ ଅଦିକାର୍ ଦେବି । ମୁଇ ଜିତ୍ଲି ଆରି ଏବେ ମର୍ ବାବାର୍ ଲଗେ ବସି ସାସନ୍ କଲିନି ।