34 ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।
ମାତର୍ ଜିସୁ କଇବା ଏ କାତାର୍ ଅରତ୍ ସିସ୍ମନ୍ ବୁଜତ୍ ନାଇ ଆରି ସେମନ୍ ସେ କାତାର୍ ଅରତ୍ ପାଚାର୍ବାକେ ଡର୍ଲାଇ ।
ତାର୍ପଚେ କର୍ଡା ସଙ୍ଗ୍ ମାର୍ବାଇ, ପଚେ ମକେ ମରାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
ମାତର୍ ଜିସୁ ସେମନ୍କେ ଜନ୍ କାତା କଇଲା, ସେଟା ସେମନ୍ ବୁଜିନାପାର୍ଲାଇ ।
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?
ତାର୍ପଚେ ଦରମ୍ ସାସ୍ତରର୍ ଅରତ୍ ବୁଜ୍ବାକେ ଜିସୁ ସେମନର୍ ବୁଜ୍ବା ବପୁ ଉଗାଡି ଦେଲା ।
ମାତର୍ ସିସ୍ମନ୍ ସେ କାତା ବୁଜିନାପାର୍ଲାଇ, ଆରି ସେଟା ତାକର୍ଟାନେଅନି ଲୁଚିରଇଲା । ତେବର୍ପାଇ ସେମନ୍ ଏଟା ବୁଜିନାପାର୍ଲେ ମିସା ଜିସୁକେ ପାଚାର୍ବାକେ ଡର୍ତେରଇଲାଇ ।
ଜିସୁ ସେମନ୍କେ ଏନ୍ତି ଉଦାଅରଣ୍ ଦେଇ କଇଲା, ମାତର୍ ସେମନ୍ ତାର୍ ଅରତ୍ କାଇଟା ବଲି ବୁଜି ନାପାର୍ଲାଇ ।
ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ ।