40 ଜିସୁ ତାର୍ କାତା ସୁନି ଟିଆ ଅଇଲା ଆରି, “ତାକେ ମର୍ ଲଗେ ଆନା” ବଲି ଆଦେସ୍ ଦେଲା ।
ଆଗେ ଜିବା ଲକ୍ମନ୍ କାଣାକେ ଦମ୍କାଇ କରି ଚୁପ୍ଅଇ ରଇବାକେ କଇଲାଇ । ମାତର୍ ସେ ଅଦିକ୍ ଅଦିକ୍ ଆଉଲି ଅଇ “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ମକେ ଦୟା କରା !” ବଲି କଇଲା ।
କାଣା ବିକାରି ଜିସୁର୍ ଲଗେ ଆଇଲାଜେ, ଜିସୁ ତାକେ ପାଚାର୍ଲା, “ମୁଇ ତର୍ପାଇ କାଇଟା କର୍ବି ବଲି ମନ୍ କଲୁସ୍ନି ?” ସେ ଜିସୁକେ “ଏ ମାପ୍ରୁ, ମକେ ଦେକ୍ବା ବପୁ ଦିଆ । ସେନ୍ତି ମକେ ନିମାନ୍ କରିଦେ ।” ବଲି କଇଲା ।