42 ତେବେ ଜିସୁ ତାକେ କଇଲା, “ତୁଇ ଦେକ୍ବାକେ ପାଆ ! ମୁଇ ତର୍ ଆଁକି ନିକ କର୍ବି କାଇକେ ବଇଲେ, ତୁଇ ମର୍ତେଇ ବିସ୍ବାସ୍ କରି ଆଚୁସ୍ ।”
ଜିସୁ ତାକେ କଇଲା, “ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।” ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା ।
ତାର୍ ପଚେ ଜିସୁ ତାକେ କଇଲା, “ତୁଇ ଏବେ ଉଟ୍ ଆରି ଜାଆ, କାଇକେ ବଇଲେ ମୁଇ ତକେ ନିମାନ୍ କରିପାର୍ବି ବଲି ବିସ୍ବାସ୍ କରିରଇଲୁସ୍ ।”
କାଣା ବିକାରି ଜିସୁର୍ ଲଗେ ଆଇଲାଜେ, ଜିସୁ ତାକେ ପାଚାର୍ଲା, “ମୁଇ ତର୍ପାଇ କାଇଟା କର୍ବି ବଲି ମନ୍ କଲୁସ୍ନି ?” ସେ ଜିସୁକେ “ଏ ମାପ୍ରୁ, ମକେ ଦେକ୍ବା ବପୁ ଦିଆ । ସେନ୍ତି ମକେ ନିମାନ୍ କରିଦେ ।” ବଲି କଇଲା ।
ମାତର୍ ଜିସୁ ସେ ମାଇଜିକେ କଇଲା, “ତୁଇ ମକେ ବିସ୍ବାସ୍ କଲାର୍ପାଇ ବଲି ରକିଆ ପାଇଆଚୁସ୍, ସାନ୍ତିସଙ୍ଗ୍ ଉଟିଜା ।”
ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”