ଲୁକ୍ 18:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ସେନ୍ତି ଲାଚୁଆଁ ବିଚାର୍କାରିଆ ସେ ରାଣ୍ଡିମାଇଜିର୍ ବିଚାର୍ କଲା । ସେନ୍ତାର୍ ଆଲେ, ତାର୍ତେଇଅନି କେତେ ନିମାନ୍ ଇସାବେ ପର୍ମେସର୍ ସେ ବାଚ୍ଲା ଲକ୍ମନର୍ ଦିନ୍ରାତିର୍ ପାର୍ତନା ସୁନି ନିମାନ୍ ନିଆଇ ବିଚାର୍ କର୍ସି । ସେମନ୍କେ ସାଇଜ କର୍ବାକେ ସେ ଅଲ୍ସମ୍ ନ କରେ । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।