16 ତେଇ ପର୍ତୁମର୍ ଲକ୍ ଆସି କଇଲା, “ଏ ଆଗିଆଁ, ତମେ ଦେଲା ଗଟେକ୍ ସୁନାର୍ ଡାବୁ ନେଇ ଆରି ଦସ୍ଟା କଲିଆଚି ।”
ତାର୍ ଆଗ୍ତୁ ସେ ତାର୍ ଦସ୍ଟା ଦାଙ୍ଗ୍ଡାମନ୍କେ ଡାକି, ଗଟେକ୍ ଗଟେକ୍ ଲକ୍କେ ଗଟେକ୍ ଗଟେକ୍ ସୁନାର୍ ଡାବୁ ଦେଇ କରି କଇଲା, “ମୁଇ ବାଉଡି ଆଇବାଜାକ ଏ ଡାବୁ ବେବାର୍ କରି ବୁତେକ୍ କରି ରୁଆ ।”
ଏନ୍ତି ବଲି କଇଲେ ମିସା, ସେ ରାଜାଅଇ ଗରେ ବାଉଡି ଆଇଲା । ଆରି ସେ କାକେ କାକେ ସୁନାର୍ ଡାବୁ ଦେଇ ରଇଲା, ସେମନ୍ କେତେକ୍ ଲାକା ଲାବ୍ କଲାଇ ଆଚତ୍ ବଲି ଜାନ୍ବାକେ ଡାକାଇ ପାଟାଇଲା ।
ସେ ରାଜା ସାର୍ଦା ଅଇ ତାକେ କଇଲା “ତୁଇ ନିକ ଦାଙ୍ଗ୍ଡା, ଅଲପ୍ ବିସଇ ଦାଇତ୍ ନେଇ କାମ୍ କଲୁସ୍ । ସେଟାର୍ପାଇ ମୁଇ ତକେ ଦସ୍ଟା ଗଡ୍ ଉପ୍ରେ ସାସନ୍ କର୍ବାକେ ସର୍ପି ଦେଲିନି ।”
ଅଇଲେ ମିସା, ପର୍ମେସରର୍ ଜିବନ୍ ଦୁକାଇଲାଟାନେଅନି ମୁଇ ଏବେ ଏନ୍ତାରି ଆଚି । ତାର୍ ଜିବନ୍ ଦୁକାଇଲାଟା ମକେ ଦାରି ଆଚେ ବଲି ଜାନା ପଡ୍ଲାନି । କାଇକେବଇଲେ ମର୍ ସଙ୍ଗର୍ ପେରିତ୍ ମନର୍ଟାନେଅନି ମୁଇ ଅଦିକ୍ କାମ୍ କରିଆଚି । ମାତର୍ ସେଟା ମର୍ ନିଜର୍ ବପୁସଙ୍ଗ୍ ନାଇ, ପର୍ମେସର୍ ଜିବନ୍ ଦୁକାଇ ମକେ ସାଇଜ କଲା ।