18 ଆରି ଗଟେକ୍ ଲକ୍ ଆସି କଇଲା, “ଆଗିଆଁ, ତୁଇ ଦେଇରଇଲା ସୁନାର୍ ଡାବୁ ନେଇ ଆରି ପାଁଚ୍ଟା ଲାବ୍ କଲିଆଚି ।”
ଜନ୍ଲକ୍ମନ୍ ବାକିଅ ସୁନି ନିକକରି ବୁଜ୍ବାଇ, ନିକ ପଦାଇ ଅଦ୍ରିରଇବା ବିଅନର୍ ପାରା । ସେମନ୍ ନିକ ପସଲ୍ ଲାବ୍ କର୍ବାଇ କେ ସଏ ପୁଟିଅନି ଅଦିକ୍, କେ ସାଟେ ପୁଟିଅନି ଅଦିକ୍, କେ ତିରିସ୍ ପୁଟିଅନି ଅଦିକ୍ ପସଲ୍ ପାଚାଇବାଇ ।”
“ଦୁଇ ଅଜାର୍ ରୁପାଟାଙ୍ଗା ନେଇ ରଇଲା ଚାକର୍ ଆସି କଇଲା, ସାଉକାର୍ ତମେ ମକେ ଦୁଇ ଅଜାର୍ ଦେଇ ରଇଲାସ୍, ମୁଇ ଆରି ଦୁଇ ଅଜାର୍ ଲାବ୍ କଲିଆଚି ।”
ବାକିଲକ୍ମନ୍ ବାକିଅ ସୁନି ସେଟା ମାନ୍ବାଇ ଆରି ତିରିସ୍ ଗୁଣ୍, ସାଟେ ଗୁଣ୍ ଆରି ସଏ ଗୁଣ୍ ପଲ୍ ଦେବାଇ, ସେମନ୍ ବିଅନ୍ ଅଦ୍ରି ରଇବା ନିକ ବୁଇଁ ପାରା ।”
ତାର୍ ଆଗ୍ତୁ ସେ ତାର୍ ଦସ୍ଟା ଦାଙ୍ଗ୍ଡାମନ୍କେ ଡାକି, ଗଟେକ୍ ଗଟେକ୍ ଲକ୍କେ ଗଟେକ୍ ଗଟେକ୍ ସୁନାର୍ ଡାବୁ ଦେଇ କରି କଇଲା, “ମୁଇ ବାଉଡି ଆଇବାଜାକ ଏ ଡାବୁ ବେବାର୍ କରି ବୁତେକ୍ କରି ରୁଆ ।”
ସେ ରାଜା ସାର୍ଦା ଅଇ ତାକେ କଇଲା “ତୁଇ ନିକ ଦାଙ୍ଗ୍ଡା, ଅଲପ୍ ବିସଇ ଦାଇତ୍ ନେଇ କାମ୍ କଲୁସ୍ । ସେଟାର୍ପାଇ ମୁଇ ତକେ ଦସ୍ଟା ଗଡ୍ ଉପ୍ରେ ସାସନ୍ କର୍ବାକେ ସର୍ପି ଦେଲିନି ।”
ସେ ରାଜା ତାକେ ମିସା କଇଲା “ତକେ ସାସନ୍ କର୍ବାକେ ପାଁଚ୍ଟା ଗଡ୍ ସର୍ପିଦେଲିନି ।”
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।