31 ଜେ ଜଦି ତମ୍କେ “କାଇକେ ମେଲି ନେଲାସ୍ନି ?” ବଲି କଇଲେ “ଏଟା ଗୁରୁକେ ଦର୍କାର୍ ଆଚେ ବଲି କୁଆ ।”
ତମର୍ ମୁଆଟେ ରଇବା ଗାଏଁ ଜାଆ । ସେ ଗାଏଁ ଗାଲେ, କେ କେବେ ମିସା ଚଗିନରଇବା ଗଦପିଲା ବାନ୍ଦିଅଇରଇଲାଟା ଦେକ୍ସା । ତାକେ ମେଲି ଦାରିଆସା ।
ପଚେ ସିସ୍ମନ୍ ସେ ଗାଏଁ ଜାଇ, ଜିସୁ ଜେନ୍ତି କଇରଇଲା ସେନ୍ତି ଦେକ୍ଲାଇ ।
ଇସ୍ରାଏଲିଅ ମନର୍ ଲଗେ ପର୍ମେସର୍ ଜନ୍ କବର୍ ପାଟାଇରଇଲା, ସେଟା ତୁଇ ଜାନିଆଚୁସ୍ । ଜିସୁ କିରିସ୍ଟ ଜେ କି ସବୁର୍ ମାପ୍ରୁ, ସେ କରିରଇବା କାମେଅନି ସବୁଲକ୍ମନ୍ ସାନ୍ତିସଙ୍ଗ୍ ମିସ୍ବାଇ, ବଲି ପର୍ମେସର୍ ଆମ୍କେ ଜାନାଇଲାଆଚେ ।