36 ଆରି ଜିସୁ ଗାଲା ବାଟେ ଲକ୍ମନ୍ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ।
ତେଇ ରଇଲା ଲକ୍ମନ୍ ଜିସୁ ଜିବା ବାଟେ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ଆରି କେତେକ୍ ଲକ୍ମନ୍ କଜ୍ରି ଡାଲ୍ ଆନି କରି ସେ ବାଟେ ଅଚାଇଦେଲାଇ ।
ସିସ୍ମନ୍ ଗଦ ପିଲାକେ ଜିସୁର୍ ଲଗେ ଆନି ନିଜର୍ ନିଜର୍ ଲୁଗା ଗଦର୍ ଉପ୍ରେ ଡାବି ଜିସୁକେ ତାର୍ ଉପ୍ରେ ବସାଇଲାଇ ।
ଜିସୁ ଜେଡେବଲ୍ ଜିତ୍ଗଚ୍ମନ୍ ରଇଲା ଗଡ୍ଗଡା ଜାଗା ଲଗେ କେଟ୍ଲା, ସେବେଲା ତେଇ ରଇଲା ତାର୍ ଜେତ୍କି ସିସ୍ ମାନ୍ଦା ସେ କରିରଇଲା କାବାଅଇଜିବା କାମ୍ ଏତାଇ, ସାର୍ଦାଅଇ ଆଉଲିଅଇକରି ପର୍ମେସର୍କେ ଜୁଆର୍ କରି କଇଲାଇ,