39 ସେ ସିସ୍ ମାନ୍ଦାର୍ ବିତ୍ରେ କେତେଟା ପାରୁସିମନ୍ ଜିସୁକେ କଇଲାଇ, “ଏ ଗୁରୁ ତର୍ସଙ୍ଗ୍ ଆଇବା ସିସ୍ମନ୍କେ ଚିମ୍ରାଅଇ ରଇବାକେ କଅ ।”
ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
“ଅଇରେ ଦରମ୍ ଗୁରୁମନ୍ ଆରି ପାରୁସିମନ୍ ! ସେସ୍ବେଲେ ତମର୍ ଦସା କେତେ ଅଦିକ୍ ଅଇସି ! ଏଇ ଟକାବଣ୍ଡା ଦଲ୍, ସରଗ୍ ରାଇଜେ କେଟ୍ବା ଦୁଆର୍ ତମେ ଡାବିଦେଇଆଚାସ୍ ! ନିଜେ ତେଇ କେଟାସ୍ ନାଇ ଆରି ଜନ୍ଲକ୍ମନ୍ ତେଇ କେଟ୍ବାକେ ମନ୍ କଲାଇନି, ସେମନ୍କେ ବାଟ୍ ଚାଡାସ୍ ନାଇ ।”
ମାତର୍ ମୁକିଅ ପୁଜାରିମନ୍ ଲାଜାର୍କେ ମିସା ମରାଇବାକେ ଜଜ୍ନା କଲାଇ ।
ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
ତମେ ଦରମ୍ ସାସ୍ତରେ ଲେକାଅଇରଇବା ଏ ବାକିଅ ଚୁଚାଇ ବଲିକରି ବାବ୍ଲାସ୍ନି କି ? ପର୍ମେସର୍ ଜନ୍ ଆତ୍ମାକେ ଆମର୍ ବିତ୍ରେ ବାସାଅଇରଇବାକେ ଦେଲାଆଚେ, ସେ ଆମ୍କେ ପୁରାପୁରୁନ୍ ଅଦିକାର୍ କର୍ବାକେ ମନ୍ କଲାନି ।