4 ସେଟାର୍ ପାଇ ସେ, ଲକ୍ମନର୍ ଆଗ୍ତୁ ପାଲାଇ ଜାଇ ଜିସୁକେ ଦେକ୍ବାକେ ଗଟେକ୍ ଡୁମ୍ରି ଗଚେ ଚଗ୍ଲା । କାଇକେ ବଇଲେ ଜିସୁ ସେ ବାଟ୍ଦେଇ ଜିବାର୍ ରଇଲା ।
ଜିସୁ ସେମନ୍କେ କଇଲା, “ଗଟେକ୍ ସର୍ସୁ ମୁଞ୍ଜି ପାରା ତମର୍ ବିସ୍ବାସ୍ ରଇସି ବଇଲେ ତମେ ବଡ୍ ଗଚ୍କେ ଜିକିଅଇ ସମ୍ଦୁରେ ଜାଇ ରପିଅ ବଲି କଇଲେ ସେ ଗଚ୍ ତମର୍ କାତା ମାନ୍ସି ।”
ଜିସୁ କେନ୍ତାର୍ ଲକ୍ ବଲି ଦେକ୍ବାକେ ଜକିୟ ମନ୍ କର୍ତେ ରଇଲା । ମାତର୍ ଜିସୁର୍ ସଙ୍ଗ୍ ବେସି ଲକ୍ମନ୍ ଜାଇତେ ରଇଲାଇକେ ତାକେ ଦେକିନାପାର୍ତେ ରଇଲା । କାଇକେବଇଲେ ସେ ବୁଟି ରଇଲା ।
ଜିସୁ ସେ ଜାଗାଇ କେଟି ଉପ୍ରେ ଦେକିକରି ଜକିୟକେ କଇଲା, “ଜକିୟ ବିଗି ଉତ୍ରି ଆଉ, ଆଜି ମୁଇ ତମର୍ ଗରେ ରଇବି ।”
ମାତର୍ ଚିପାଟେଲାର୍ଲାଗି, ତାକେ ବିତ୍ରେ ନେବାକେ ବାଟ୍ ମିଲେନାଇ । ଏଦେ ଦେକା ! ସେମନ୍ ରଗିକେ ଗର୍ ଉପ୍ରେ ଚଗାଇ ଚାଉନି ଉଜାଡି, କଟ୍ ମିସ୍ତେ ଲକ୍ମନର୍ ମଜାଇ ଜିସୁର୍ ମୁଆଟେ ଉତ୍ରାଇଦେଲାଇ ।