40 ମାତର୍ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ କଇଲିନି, ଏ ଲକ୍ମନ୍ ଚିମ୍ରାଅଇ ରଇଲେ ପାକ୍ନାମନ୍ ତାକର୍ ନିଜେ ନିଜେ ଆଉଲି ଅଇବାଇ ।”
ସେ ଦିନେ ମୁଣ୍ଡ୍ବେଲାଇ ଅନି ଆଡ୍ବେଲାଇ ଜାକ ଗୁଲାଇ ଜଗତ୍ ଆନ୍ଦାର୍ ଅଇଗାଲା ଆରି ସେଟା ତିନ୍ ଗନ୍ଟାଜାକ ରଇଲା ।
ଅବ୍ରାଆମ୍ ଆମର୍ ପୁର୍ବର୍ ଆନିଦାଦି ବଲି କଇଲେ ତମ୍କେ ପର୍ମେସର୍ ଦେବା ଡଣ୍ଡ୍ ନ ମିଲେ ବଲି ବାବା ନାଇ । ମୁଇ ତମ୍କେ କଇଲିନି, ପର୍ମେସର୍ ପାକ୍ନାତେଇ ଅବ୍ରାଆମର୍ ବଁସ୍ ତିଆର୍ କର୍ସି ।
ଜିସୁ ଜିରୁସାଲାମ୍ ଲଗେ କେଟ୍ଲା ବେଲେ ସେ ଗଡ୍ ଦେକି କାନ୍ଦିକରି କଇଲା,
ସଦମ୍ ଗମରା ନଅର୍ମନ୍କେ ରଇବା ଲକ୍ମନ୍କେ ପର୍ମେସର୍ ଦସିକରି ତାକର୍ ନଅର୍ମନ୍କେ ପଡାଇକରି କୁରୁପ୍ନାସ୍ କରିଦେଲା । ସେମନ୍ ବେସି କାରାପ୍ କାମ୍ କଲାଇଜେ ଏନ୍ତାରି କଲା । ତାକେ ନ ମାନିକରି ରଇବା ଲକ୍ମନ୍କେ ଏନ୍ତାରି ଦସା ଅଇସି ବଲି ଲକ୍ମନ୍କେ ଦେକାଇଲା ।