41 ଜିସୁ ଜିରୁସାଲାମ୍ ଲଗେ କେଟ୍ଲା ବେଲେ ସେ ଗଡ୍ ଦେକି କାନ୍ଦିକରି କଇଲା,
“ସାନ୍ତି ପାଇବାକେ କାଇଟା ଦର୍କାର୍, ସେଟା ଜଦି ତମେ ଆଜି ଜାନିରଇତାସ୍ ଆଲେ, କେତେ ନିକ ଅଇତା ! ମାତର୍ ସେସବୁ ଏବେ ତମେ ଦେକି ନାପାର୍ଲାସ୍ନି ।
ଜିସୁ କାନ୍ଦ୍ଲା ।