5 ଜିସୁ ସେ ଜାଗାଇ କେଟି ଉପ୍ରେ ଦେକିକରି ଜକିୟକେ କଇଲା, “ଜକିୟ ବିଗି ଉତ୍ରି ଆଉ, ଆଜି ମୁଇ ତମର୍ ଗରେ ରଇବି ।”
ପର୍ମେସର୍ ଟାନେଅନି ଆସିରଇବା ନର୍ପିଲା ମୁଇ ପାପେ ରଇଲା ଲକ୍ମନ୍କେ ସେମନର୍ ପାପେଅନି ରକିଆ କର୍ବାକେ ଆସିଆଚି ।”
ତେଇ ଜକିୟ ନାଉଁର୍ ଗଟେକ୍ ମୁକିଅ ସିସ୍ତୁମାଙ୍ଗୁ ରଇଲା । ସେ ବେସି ସାଉକାର୍ ରଇଲା ।
ସେଟାର୍ ପାଇ ସେ, ଲକ୍ମନର୍ ଆଗ୍ତୁ ପାଲାଇ ଜାଇ ଜିସୁକେ ଦେକ୍ବାକେ ଗଟେକ୍ ଡୁମ୍ରି ଗଚେ ଚଗ୍ଲା । କାଇକେ ବଇଲେ ଜିସୁ ସେ ବାଟ୍ଦେଇ ଜିବାର୍ ରଇଲା ।
ତାର୍ ପଚେ ଜକିୟ ଦାପ୍ରେ ଉତ୍ରି ଆସି ବେସି ସାର୍ଦାଅଇ ଜିସୁକେ ତାର୍ ଗରେ ଡାକିନେଲା ।
ନିତନିଏଲ୍ ଜିସୁକେ ପାଚାର୍ଲା “ମକେ କେନ୍ତି ଜାନୁସ୍ ?” ଜିସୁ କଇଲା, “ପିଲିପ୍ ତମ୍କେ ଡାକ୍ବା ଆଗ୍ତୁ ମୁଇ ତକେ ଡୁମ୍ରି ଗଚ୍ ତଲେ ଦେକି ରଇଲି ।”
ଜିସୁ ତାକେ କଇଲା, “ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
ତେବେ ପର୍ମେସରର୍ ଏ କାମେ, ଆମେ କାମ୍କରୁମନ୍ ଅଇଲୁଆଚୁ ଜେ, ତମ୍କେ ଆମେ ବାବୁଜିଆ କଲୁନି । ତମେ ତାର୍ ଜିବନ୍ ଦୁକାଇଲାଟା ମିଲାଇ ଆଚାସ୍ । ସେଟା ଚୁଚାଇ ନ ଅ ।
ମୁଇ ପାର୍ତନା କଲିନି, ଜେନ୍ତିକି ତମର୍ ବିସ୍ବାସର୍ ଲାଗି, କିରିସ୍ଟ ତମର୍ ବିତ୍ରେ ବାସା ଅଇସି । ଆରି, ତମେ ପର୍ମେସର୍କେ ଆରି ବିନ୍ ଲକ୍କେ ଆଲାଦ୍ କଲାଟାନେଅନି, ବୁଏଁ ଜାଇତେରଇବା ଗଚର୍ ଚେର୍ପାରା ଆରି କୁନାଦି ଉପ୍ରେ ତିଆର୍ ଅଇଲା ଗର୍ ପାରା ଡାଟ୍ ଅଇସା ।
ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି ।