18 ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।
ସେମନ୍ ପିଲାକେ ଦେକିକରି, ଦୁତ୍ ଜାଇ ଜାଇଟା କଇରଇଲା, ତେଇ ରଇଲା ସବୁଲକ୍କେ କଇଲାଇ ।
ମାତର୍ ମରିୟମ୍ ଏ ସବୁ କାତା ନିଜର୍ ମନେ ସଙ୍ଗଇ, ସେ ବିସଇସେ ଚିନ୍ତା କର୍ବାର୍ ଦାର୍ଲା ।
ସିମିୟନର୍ଟାନେଅନି ଜିସୁର୍ ବିସଇର୍ କାତା ସୁନି ଜସେପ୍ ଆରି ମରିୟମ୍ କାବାଅଇ ଜାଇତେ ରଇଲାଇ ।
ଆରି ତେଇ ଜେତ୍କି ଲକ୍ ତାର୍ କାତା ସୁନ୍ତେରଇଲାଇ, ସବୁଲକ୍ ସେ କାତା ଅଇବାଟା ଆରି ତାର୍ ବୁଦି ଦେକି କାବାଅଇ ଜାଇତେରଇଲାଇ ।
ତେଇ ସବୁଲକ୍ କାବାଅଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏଟା କାଇ କାତା, ସେ ବପୁ ଆରି ଅଦିକାର୍ ସଙ୍ଗ୍ ଡୁମାମନ୍କେ ମିସା ଆଦେସ୍ ଦେଲାନି । ସେମନ୍ ମିସା ବାରଇ ଗାଲାଇନି ।”