19 ମାତର୍ ମରିୟମ୍ ଏ ସବୁ କାତା ନିଜର୍ ମନେ ସଙ୍ଗଇ, ସେ ବିସଇସେ ଚିନ୍ତା କର୍ବାର୍ ଦାର୍ଲା ।
ଆରି ସୁନିରଇବା ସବୁ ଲକ୍ମନ୍ କାବା ଅଇକରି, ମନେ ମନେ ବାବ୍ଲାଇ, ତେବେ ଏ ପିଲା କାଇଟା ଅଇସି ? କାଇକେବଇଲେ ମାପ୍ରୁର୍ ବପୁ ପିଲାର୍ସଙ୍ଗ୍ ଆଚେ ବଲି ସବୁକେ ଜାନାପଡ୍ଲା ।
ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।
ପଚେ ଜିସୁ ତାର୍ ବାବା ମାଆ ସଙ୍ଗ୍ ନାଜରିତେ ବାଉଡି ଆଇଲା ଆରି ତାକର୍ କାତା ମାନ୍ତେରଇଲା, ମରିୟମ୍ ମିସା ଏ ସବୁ କାତା ନିଜର୍ ମନ୍ ବିତ୍ରେ ସଙ୍ଗଇ ଚିନ୍ତା କଲା ।