2 କିରିଣିୟ ନାଉଁର୍ ସାସନ୍ କାରିଆ ସିରିଆ ରାଇଜ୍ ସାସନ୍ କର୍ବା ବେଲେ ପର୍ତୁମ୍ ତର୍ ଏନ୍ତାରି ନାଉଁ ଲେକା ଅଇରଇଲା ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ସେବେଲେ ରମିୟ ରାଇଜର୍ ବଡ୍ ସାସନ୍ କାରିଆ ଅଗସ୍ଟ କାଇସରର୍ ଆଦେସ୍ ଇସାବେ ସବୁଲକ୍କେ ନାଉଁ ଲେକାଇବାର୍ ଅଇଲା ।
ସେଟାର୍ପାଇ ବଲି ସବୁଲକ୍ ନାଉଁ ଲେକାଇବାକେ ନିଜର୍ ନିଜର୍ ନଅରେ ଗାଲାଇ ।
ବଡ୍ ସାସନ୍କାରିଆ ତିବିରିଆ କାଇସର୍ ସାସନ୍ କର୍ବା ପନ୍ଦ୍ର ବରସ୍ ଅଇଲାବେଲେ, ପାନ୍ତିୟ ପିଲାତ୍ ଜିଉଦା ରାଇଜ୍ ସାସନ୍ କର୍ତେରଇଲା । ଆରି ଏରଦ୍ ଗାଲିଲିର୍ ସାସନ୍କାରିଆ ରଇଲା । ଏରଦର୍ ବାଇ ପିଲିପ୍ ଇତୁରିଆ ଆରି ତାକ୍ନିତ୍ ରାଇଜର୍ ସାମନ୍ତ୍ ରାଜା ରଇଲା । ଲୁସାନିଆ ନାଉଁର୍ ଗଟେକ୍ ଲକ୍ ଅବିଲିନି ରାଇଜର୍ ସାମନ୍ତ୍ ରାଜା ରଇଲା ।
ସେ ସମ୍ଦୁର୍ ମଜାଇ ରଇଲା ଜାଗାର୍ ସାସନ୍ କାରିଆର୍ ସର୍ଗିଅ ପାଉଲର୍ ମଇତର୍ ରଇଲା । ସର୍ଗିଅସ୍ ଗଟେକ୍ ଗିଆନି ଲକ୍ ରଇଲା । ସେ ପରମେସରର୍ ବାକିଅ ସୁନ୍ବାକେ ମନ୍ କରି ବର୍ନବା ଆରି ପାଉଲ୍କେ ଡାକାଇଲା ।
ଗାଲିୟନ୍ ଆକାୟର୍ ରମିଅ ସାସନ୍କାରିଆ ରଇଲା ବେଲେ, ଜିଉଦିମନ୍ ଏକ୍ଜୁଟ୍ଅଇ ପାଉଲ୍କେ ଦାରି ବିଚାର୍ନା ଜାଗାଇ ନେଲାଇ ।
“ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍ !
ତାର୍ ପଚେ ରାଜା, ସାସନ୍କାରିଆ, ଆରି ବର୍ନିସ୍ ଆରି ବିନ୍ ଲକ୍ମନ୍ ଜିବାକେ ଉଟ୍ଲାଇ ।
ତାର୍ପଚେ ଗାଲିଲି ଅନି ଜିଉଦା ନାଉଁର୍ ଆରି ଗଟେକ୍ ଲକ୍ ରମିୟମନର୍ ବିରୁଦେ ଉଟ୍ଲା । ରମିୟ ସର୍କାର ଲକ୍ମନର୍ ନାଉଁ ଲେକାଇବା ବେଲେ ଏଟା ଅଇଲା । ବେସି ଲକ୍କେ ତାର୍ ଦଲେ ମିସାଇବାକେ ସୁତ୍ରାଇଲା । ମାତର୍ ତାକେ ମିସା ମରାଇଲାଇ । ଆରି ତାର୍ ସବୁ ସିସ୍ମନ୍ ଚିନ୍ବିନ୍ ଅଇଗାଲାଇ ।