27 ତାକେ ଆତ୍ମା ଚାଲାଇ ଆନ୍ଲାଜେ ସେ ଦେଉଲର୍ ଡାଣ୍ଡେ ଆଇଲା, ଆରି ଜେଡେବଲ୍ ସାନ୍ପିଲା ଜିସୁର୍ ଆୟା ବାବା ତାକେ ବିତ୍ରେ ଆନ୍ଲାଇ,
ତାର୍ପଚେ ସୁକଲ୍ଆତ୍ମା ଜିସୁକେ ମରୁବାଲି ବୁଏଁ ଡାକିନେଲା । ତେଇ ସଇତାନ୍ ତାକେ ପରିକା କଲା ।
ପଚେ ଜେଡେବଲ୍ ମସାର୍ ବିଦି ଇସାବେ, ଜସେପ୍ ଆରି ମରିୟମର୍ ସୁତକ୍ ଅଇରଇବା ବେଲା ପୁରୁନ୍ ଅଇଆଇଲା, ପିଲାକେ ପର୍ମେସର୍କେ ସର୍ପି ଦେବାକେ ଜିରୁସାଲାମ୍ ମନ୍ଦିରେ ନେଲାଇ ।
ସେଡ୍କିବେଲେ ସିମିୟନ୍ ସାନ୍ପିଲାକେ କଲେ ଦାରି ପର୍ମେସରର୍ ମଇମା କରି କଇଲା,
ଜିସୁର୍ ବାବା, ମା ସବୁବର୍ସେ ଜିଉଦିମନର୍ ନିସ୍ତାର୍ ପରବ୍ ପାଇ ଜିରୁସାଲାମେ ଜାଇତେରଇଲାଇ ।
ଜସେପ୍ ଆରି ମରିୟମ୍ ମିସା ଜିସୁକେ ଦେକି କାବା ଅଇଗାଲାଇ, ଆରି ତାର୍ ମାଆ ତାକେ କଇଲା, “ତୁଇ କାଇକେ ନୁନା ଆମ୍କେ ଏନ୍ତାରି କଲୁସ୍ ? ଦେକ୍ନି ତର୍ ବାବା ଆରି ମୁଇ କେତେକ୍ କିଲ୍ବିଲ୍ ଅଇ କଜ୍ଲୁନି ।”
ପଚେ ଜିସୁ ତାର୍ ବାବା ମାଆ ସଙ୍ଗ୍ ନାଜରିତେ ବାଉଡି ଆଇଲା ଆରି ତାକର୍ କାତା ମାନ୍ତେରଇଲା, ମରିୟମ୍ ମିସା ଏ ସବୁ କାତା ନିଜର୍ ମନ୍ ବିତ୍ରେ ସଙ୍ଗଇ ଚିନ୍ତା କଲା ।
ଜିସୁ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇକରି ଜର୍ଦନ୍ ଗାଡେଅନି ବାଉଡି ଆଇଲା । ଆରି ସଇତାନର୍ ଟାନେ ପରିକା କରାଇବାକେ ତାକେ ଆତ୍ମା ଚାଲାଇ ନେଲା । ତେଇ ଚାଲିସ୍ ଦିନ୍ ଜାକ ସଇତାନ୍ ତାକେ ପରିକା କର୍ତେରଇଲା ।
ପିତର୍ ସେ ଦର୍ସନ୍ ବିସଇ ଚିନ୍ତା କର୍ତେ ରଇଲାବେଲେ ଆତ୍ମା ତାକେ କଇଲା, “ସୁନ୍ ! ତକେ ତିନ୍ ଲକ୍ କଜ୍ଲାଇନି ।”
ଦୁଇମନିଆ ନ ଅଇ ସେମନର୍ ସଙ୍ଗ୍ ଜିବାକେ ମକେ ସୁକଲ୍ଆତ୍ମା ଚାଲ୍ନା ଦେଲା । ଜପାରର୍ ଏ ଚଅଟା ବିସ୍ବାସି ବାଇମନ୍ ମିସା ମର୍ ସଙ୍ଗ୍ ସିସେରିଆଇ ଗାଲାଇ ଆରି ଆମେ ସବୁ ଲକ୍ କର୍ନେଲିଅର୍ ଗରେ କେଟ୍ଲୁ ।
ମିସିଆର୍ ସନ୍ଦିଲଗେ କେଟି ବିତିନିଆ ରାଇଜେ ଜିବାକେ ଚେସ୍ଟା କଲାଇ । ମାତର୍ ବାରଇଲାବେଲେ ଜିସୁର୍ଲାଗି ତାକର୍ ବିତ୍ରେ ରଇବା ସୁକଲ୍ ଆତ୍ମା, ସେମନ୍କେ ଜିବାକେ ଚାଲ୍ନା ଦେଏନାଇ ।
ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
ସାରାସାରି ଜେଡେବଲ୍ ସମାନ୍ ବେଲା କେଟ୍ଲା, ପରମେସର୍ ତାର୍ ନିଜର୍ ପଅକେ ପାଟାଇଲା । ଗଟେକ୍ ମାମୁଲି ଟକିର୍ ଗର୍ବେଅନି ଜାତ୍ ଅଇକରି ସେ ଜିଉଦି ନିଅମ୍ ମାନିକରି ଜିଇଲାଇ କାଇଲାଇ ।
ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି ।
ମକେ ଆତ୍ମା ଦାରିଦେଲା ଆରି ଦୁତ୍ ମକେ ମରୁବାଲି ବୁଏଁ ଡାକିନେଲା । ଆରି ଏଦେ ଦେକା ! ତେଇ ରଙ୍ଗ୍ ପସୁର୍ ଉପ୍ରେ ଗଟେକ୍ ମାଇଜି ବସିରଇବାଟା ମୁଇ ଦେକ୍ଲି । ତାକେ ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇଲା । ପର୍ମେସର୍କେ ନିନ୍ଦାକର୍ବା ନାଉଁ ସେ ପସୁର୍ ଉପ୍ରେ ଲେକାଅଇରଇଲା ।