28 ସେଡ୍କିବେଲେ ସିମିୟନ୍ ସାନ୍ପିଲାକେ କଲେ ଦାରି ପର୍ମେସରର୍ ମଇମା କରି କଇଲା,
ତାର୍ପଚେ ଜିସୁ ସାନ୍ ସାନ୍ ପିଲାଟକିମନ୍କେ ଉଁଚାରି ତାକର୍ ମୁଣ୍ଡେ ଚିଇକରି ଆସିର୍ବାଦ୍ କଲା ।
ତାର୍ପଚେ ଜିସୁ ଗଟେକ୍ ସାନ୍ଟା ପିଲାକେ ନେଇକରି ସେମନର୍ ମୁଆଟେ ଟିଆ କରାଇ ସେମନ୍କେ କଇଲା,
ତେଇ ମରିୟମ୍ କଇଲା, “ମର୍ ଜିବନ୍ ମର୍ ମାପ୍ରୁର୍ ମଇମା କଲାନି ।
ସେଡ୍କି ଦାପ୍ରେ ଜିକରିୟର୍ ଟଣ୍ଡ୍ ପୁଟ୍ଲା, ସେ ଆରି ତରେକ୍ କାତା ଅଇ ପର୍ମେସର୍କେ ମଇମା କର୍ବାର୍ ଦାର୍ଲା ।
“ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
ଆରି ମେଣ୍ଡା ଚାରାଉମନ୍କେ ଦୁତ୍ ଜେନ୍ତି କଇରଇଲା, ସେନ୍ତା ସୁନ୍ଲାଇ ଆରି ଦେକ୍ଲାଇ । ସେ ସବୁର୍ଲାଗି ପର୍ମେସରର୍ ମଇମା କରି କରି ବାଅଡ୍ଲାଇ ।
ତାକେ ଆତ୍ମା ଚାଲାଇ ଆନ୍ଲାଜେ ସେ ଦେଉଲର୍ ଡାଣ୍ଡେ ଆଇଲା, ଆରି ଜେଡେବଲ୍ ସାନ୍ପିଲା ଜିସୁର୍ ଆୟା ବାବା ତାକେ ବିତ୍ରେ ଆନ୍ଲାଇ,
“ଏ ମାପ୍ରୁ ! ଏବେ ତୁଇ ନିଜର୍ ବାକିଅ ଇସାବେ ତର୍ ନିଜର୍ ଦାସ୍ ମକେ ସାନ୍ତିସଙ୍ଗ୍ ଜିବାକେ ଦେଲୁସ୍ନି !