ଲୁକ୍ 2:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 “ଏ ମାପ୍ରୁ ! ଏବେ ତୁଇ ନିଜର୍ ବାକିଅ ଇସାବେ ତର୍ ନିଜର୍ ଦାସ୍ ମକେ ସାନ୍ତିସଙ୍ଗ୍ ଜିବାକେ ଦେଲୁସ୍ନି ! အခန်းကိုကြည့်ပါ။ |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”