33 ସିମିୟନର୍ଟାନେଅନି ଜିସୁର୍ ବିସଇର୍ କାତା ସୁନି ଜସେପ୍ ଆରି ମରିୟମ୍ କାବାଅଇ ଜାଇତେ ରଇଲାଇ ।
ଜିସୁ ଜେଡେବେଲା ତେଇ ରୁଣ୍ଡିରଇଲା ଲକ୍ମନ୍କେ କାତା ସୁନାଇତେ ରଇଲା, ତାର୍ ଆୟା ଆରି ବାଇମନ୍ ଆସି ଡାଣ୍ଡେ ଟିଆଅଇରଇଲାଇ । ସେମନ୍ ଜିସୁର୍ ସଙ୍ଗ୍ କାତାଅଇବାକେ ମନ୍ କର୍ତେ ରଇଲାଇ ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।
ଜସେପ୍ ଆରି ମରିୟମ୍ ମିସା ଜିସୁକେ ଦେକି କାବା ଅଇଗାଲାଇ, ଆରି ତାର୍ ମାଆ ତାକେ କଇଲା, “ତୁଇ କାଇକେ ନୁନା ଆମ୍କେ ଏନ୍ତାରି କଲୁସ୍ ? ଦେକ୍ନି ତର୍ ବାବା ଆରି ମୁଇ କେତେକ୍ କିଲ୍ବିଲ୍ ଅଇ କଜ୍ଲୁନି ।”
ଏ କାତା ସୁନି ସବୁଲକର୍ ମୁଆଟେ ସେମନ୍ ଜିସୁର୍ ବୁଲ୍ ଦାର୍ବାର୍ ନାପାର୍ଲାଇ । ଆରି ଜିସୁର୍ କାତା ସୁନି ସେମନ୍ କାବାଅଇଜାଇ, ଚୁପ୍ଅଇ ରଇଲାଇ ।
ତେଇ କେବେ ଦେକି ନ ରଇବା ପର୍ମେସରର୍ ବପୁ ଦେକି ସବୁଲକ୍ କାବା ଅଇଗାଲାଇ ।