40 ଆରି ପିଲା ଦିନ୍କେ ଦିନ୍ ବଡିକରି ବପୁଅଇଲା, ଆରି ଗିଆନେ ପୁରାପୁରୁନ୍ ଅଇଲା । ତାକେ ପର୍ମେସରର୍ ଦୟା ରଇଲା ।
ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।
ଆରି ତେଇ ଜେତ୍କି ଲକ୍ ତାର୍ କାତା ସୁନ୍ତେରଇଲାଇ, ସବୁଲକ୍ ସେ କାତା ଅଇବାଟା ଆରି ତାର୍ ବୁଦି ଦେକି କାବାଅଇ ଜାଇତେରଇଲାଇ ।
ଜିସୁ, ଗିଆନେ, ଗାଗ୍ଡେ, ପର୍ମେସର୍ ଆରି ଲକ୍ମନର୍ ଦୟାଇ ବଡିଆଇଲା ।
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
ପେରିତ୍ ସିସ୍ମନ୍ ବପୁସଙ୍ଗ୍ ସାକି ଦେବାର୍ ଦାର୍ଲାଇ । ପର୍ମେସର୍ ମାପ୍ରୁ ଜିସୁକେ କେନ୍ତିକରି ମଲାଟାନେଅନି ଉଟାଇଲା ବଲି । ଆରି ପର୍ମେସର୍ ସବୁ ବିସ୍ବାସିମନ୍କେ ଅଦିକ୍ ଅଦିକ୍ ଜିବନ୍ ଦୁକାଇଲା ।
ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ ।
ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।