42 ତରେକ୍ ଜିସୁକେ ବାର ବରସ୍ ଅଇଲାବେଲେ ସେମନର୍ ରିତିନିତି ଇସାବେ ଜିରୁସାଲାମେ ପରବ୍ ମାନ୍ବାର୍ ଗାଲାଇ ।
ଜିସୁର୍ ବାବା, ମା ସବୁବର୍ସେ ଜିଉଦିମନର୍ ନିସ୍ତାର୍ ପରବ୍ ପାଇ ଜିରୁସାଲାମେ ଜାଇତେରଇଲାଇ ।
ସେମନ୍ ପରବ୍ ସାରାଇ ବାଉଡି ଆଇଲାବେଲେ, ପିଲା ଜିସୁ ଜିରୁସାଲାମେ ରଇଗାଲା । ମାତର୍ ତାର୍ ବାବା ମାଆ ମିସା ସେ ତେଇ ରଇଲାଟା ଜାନି ନ ରଇଲାଇ ।
ଏତ୍କିବିତ୍ରେ ନାଜରିତେ, ଜନ୍ ଜାଗାଇ କି ଜିସୁ ସାନ୍ବେଲେ ଅନି ବଡ୍ ଅଇରଇଲା, ସେ ଜାଗାଇ ଗାଲା । ଆରି ନିଜର୍ ରିତିନିତି ଇସାବେ, ବିସ୍ରାମ୍ ବାରେ ଜିଉଦିମନର୍ ପାର୍ତନା ଗରେ କେଟି ଦରମ୍ ସାସ୍ତର୍ ପଡ୍ବାକେ ଟିଆ ଅଇଲା ।
ସେଟାର୍ପାଇ ସେ ଜେଡେବେଲା ଗାଲିଲି ଦେସେ କେଟ୍ଲା, ସେବେଲା ଲକ୍ମନ୍ ଆଲାଦ୍ ସଙ୍ଗ୍ ଡାକିନେଲାଇ । କାଇକେବଇଲେ ଆଗେ ଜିରୁସାଲାମେ ନିସ୍ତାର୍ ପରବ୍ଟାନେ ସେମନ୍ ସେ କରିରଇବା କାମ୍ ସବୁ ଦେକିରଇଲାଇ ।