44 ତାର୍ ସଙ୍ଗର୍ ଲକ୍ମନର୍ ସଙ୍ଗ୍ ଆଚେ କାଇକି ବଲି ବାବିକରି ସେମନ୍ ଗଟେକ୍ ଦିନର୍ ବାଟେ ଇଣ୍ଡି ଉଟି ଜାଇରଇଲାଇ । ସେମନ୍ ସାଇପଡିସା, ଚିନାର୍ ଜାନାର୍ ଲକ୍ମନ୍କେ ପାଚାରି କଜ୍ଲାଇ ।
ସେମନ୍ ପରବ୍ ସାରାଇ ବାଉଡି ଆଇଲାବେଲେ, ପିଲା ଜିସୁ ଜିରୁସାଲାମେ ରଇଗାଲା । ମାତର୍ ତାର୍ ବାବା ମାଆ ମିସା ସେ ତେଇ ରଇଲାଟା ଜାନି ନ ରଇଲାଇ ।
ଡିସେନାଇକେ ଆରି କଜି କଜି ଜିରୁସାଲାମେ ବାଉଡିଗାଲାଇ ।
ମାତର୍ ଜିସୁର୍ ଚିନାର୍ଜାନାର୍ ଲକ୍ମନ୍ ଆରି ଗାଲିଲିଅନି ଆସି ତାର୍ ପଚ୍ପଚ୍ ଆଇତେରଇବା ମାଇଜିମନ୍ ଦୁରିକେ ଟିଆଅଇ ଏ ସବୁ ଦେକ୍ତେ ରଇଲାଇ ।