45 ଡିସେନାଇକେ ଆରି କଜି କଜି ଜିରୁସାଲାମେ ବାଉଡିଗାଲାଇ ।
ତାର୍ ସଙ୍ଗର୍ ଲକ୍ମନର୍ ସଙ୍ଗ୍ ଆଚେ କାଇକି ବଲି ବାବିକରି ସେମନ୍ ଗଟେକ୍ ଦିନର୍ ବାଟେ ଇଣ୍ଡି ଉଟି ଜାଇରଇଲାଇ । ସେମନ୍ ସାଇପଡିସା, ଚିନାର୍ ଜାନାର୍ ଲକ୍ମନ୍କେ ପାଚାରି କଜ୍ଲାଇ ।
ତିନ୍ଦିନ୍ ପଚେ ସେମନ୍ ତାକେ ମନ୍ଦିରେ ଦେକ୍ଲାଇ, ସେ ସାସ୍ତର୍ ସିକାଉମନର୍ ମଜାଇ ବସି, ତାକର୍ କାତା ସୁନ୍ତେରଇଲା, ଆରି ପର୍ସନ୍ ପାଚାର୍ତେରଇଲା ।