5 ତାର୍ସଙ୍ଗ୍ ମରିୟମର୍ ବିବା ମାଙ୍ଗ୍ନି ଅଇରଇଲା, ଆରି ମରିୟମ୍ ଗାଗ୍ଡେ ଅଇରଇଲା ।
ସେବେଲେ ରମିୟ ରାଇଜର୍ ବଡ୍ ସାସନ୍ କାରିଆ ଅଗସ୍ଟ କାଇସରର୍ ଆଦେସ୍ ଇସାବେ ସବୁଲକ୍କେ ନାଉଁ ଲେକାଇବାର୍ ଅଇଲା ।
ସେଟାର୍ପାଇ ବଲି ସବୁଲକ୍ ନାଉଁ ଲେକାଇବାକେ ନିଜର୍ ନିଜର୍ ନଅରେ ଗାଲାଇ ।
ଆରି ଜସେପ୍ ମିସା ନାଉଁ ଲେକାଇବାକେ ମରିୟମର୍ ସଙ୍ଗ୍ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ଗଟେକ୍ ନଅରେ ଅନି ଜିଉଦା ରାଇଜର୍ ବେତ୍ଲିଇମ୍ ବଲି ଦାଉଦ୍ ରାଜାର୍ ଜନମ୍ ନଅରେ ଗାଲାଇ । କାଇକେବଇଲେ, ଜସେପ୍ ଦାଉଦ୍ ବଁସର୍ ଆରି ସେ କୁଟୁମର୍ ଲକ୍ ରଇଲା ।
ଜସେପ୍ ଆରି ମରିୟମ୍ ବେତ୍ଲିଇମେ ରଇଲାବେଲେ, ମରିୟମର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲା ।