6 ଜସେପ୍ ଆରି ମରିୟମ୍ ବେତ୍ଲିଇମେ ରଇଲାବେଲେ, ମରିୟମର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲା ।
ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
ତାର୍ସଙ୍ଗ୍ ମରିୟମର୍ ବିବା ମାଙ୍ଗ୍ନି ଅଇରଇଲା, ଆରି ମରିୟମ୍ ଗାଗ୍ଡେ ଅଇରଇଲା ।
ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।