14 ମାତର୍ ସେମନ୍ ସେ ପିଲା ଆଇବାଟା ଦେକିକରି ତାକର୍ ବିତ୍ରେ କାତାଅଇଲାଇ, “ଏଟାସେ ସେ ସାଉକାରର୍ ପିଲା, ଆମେ ଆକେ ମରାଇଦେଲେ ଏ ସବୁ ଦନ୍ ଆମର୍ ଅଇଜାଇସି ।
ସେମନ୍ ନିଜର୍ ନିଜର୍ ବିତ୍ରେ କୁଆ ବଲା ଅଇଲାଇ, “ଆମେ ରୁଟି ଆନି ନ ରଇଲାର୍ ପାଇ ସେ ଏନ୍ତାରି କଇଲାନି ।”
ଜଅନ୍ ଡୁବନ୍ ଦେବା ଅଦିକାର୍ କାର୍ଟାନେଅନି ମିଲାଇ ରଇଲା ? ସର୍ଗେଅନି କି ମୁନୁସ୍ ମନର୍ଟାନେଅନି ?” ସେମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ “ଏ ବିସଇ ନେଇ କାଇବଲି କଉଁ ? ଜଦି ପର୍ମେସରର୍ ଟାନେଅନି ବଲି କଇଲେ, ତେବେ ସେ ଆମ୍କେ ‘ଜଅନ୍କେ କାଇକେ ବିସ୍ବାସ୍ କରାସ୍ ନାଇ ?’ ବଲି କଇସି ।
ଅଙ୍ଗୁର୍ ତଲ୍ବାବେଲେ ସେ ସାଉକାର୍ ତାର୍ ଦାଙ୍ଗ୍ଡାମନ୍କେ ନିଜର୍ ଆଦିବାଗ୍ ମାଙ୍ଗ୍ବାକେ ଚାସିମନର୍ ଲଗେ ପାଟାଇଲା ।
ତାର୍ ପଚେ ଜିସୁ ସବୁଦିନେ ଜିରୁସାଲାମ୍ ମନ୍ଦିରେ ସିକିଆ ଦେଇତେ ରଇଲା । ମାତର୍ ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଆରି ନେତାମନ୍ ମିସି ଜିସୁକେ ମରାଇବାକେ ଚେସ୍ଟା କର୍ତେ ରଇଲାଇ ।
ତାର୍ ପଚେ ସାଉକାର୍ ମନେ ମନେ ବାବ୍ଲା, “ଏବେ ମୁଇ କାଇଟା କର୍ବି ? ମୁଇ ବେସି ଆଲାଦ୍ କର୍ବା ମର୍ ପିଲାକେ ପାଟାଇବି । ବାଇଦରେ ସେମନ୍ ତାକେ ମାନ୍ବାଇ ।”
ଆରି ସେମନ୍ ସାଉକାରର୍ ପିଲାକେ ବାଇରେ ନେଇ ମାରି ମରାଇଦେଲାଇ । ଏନ୍ତି ବଇଲେ ସାଉକାର୍ ସେ ଲକ୍ମନ୍କେ କାଇଟା କରିରଇସି ?
ସେବେଲା ସାସ୍ତର୍ ସିକାଉମନ୍ ଆରି ମୁକିଅ ପୁଜାରିମନ୍ ଜିସୁର୍ କାତାନି ସୁନି, ତାକେ ଦାପ୍ରେ ବନ୍ଦି କର୍ବାକେ ବାଟ୍ କଜ୍ତେ ରଇଲାଇ । କାଇକେ ବଇଲେ ଜିସୁ କଇବା ଅଙ୍ଗୁର୍ ବାଡର୍ କାତା, ସେମନର୍ ବିସଇନେଇ କଇଲାନି ବଲି ବୁଜ୍ଲାଇ । ମାତର୍ ସେମନ୍ ଲକ୍ମନ୍କେ ଡର୍ତେ ରଇଲାଇ ।
ସେବେଲାଇ ସେମନ୍ ନିଜର୍ ନିଜର୍ ବିତ୍ରେ ଦଦାପେଲା ଅଇଲାଇ । ଜଦି ଜଅନର୍ ଡୁବନ୍ ସର୍ଗେଅନି ବଲି କଇଲେ, କାଇକେ ତାକେ ବିସ୍ବାସ୍ କରାସ୍ ନାଇ ? ବଲି କଇବାଇ ।
ଆରି ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଲକ୍ମନ୍କେ ଡର୍ତେ ରଇଲାଇ । ଜିସୁକେ କେନ୍ତି ଲୁଚ୍ତେ ମରାଉଁ ? ବଲି ବାଟ୍ କଜ୍ତେ ରଇଲାଇ ।
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
ଜେ ଜିବନର୍ ବାଟ୍ ଦେକାଉ, ତାକେ ତମେ ମାର୍ଲାସ୍, ମାତର୍ ପର୍ମେସର୍ ତାକେ ମଲାଟାନେଅନି ଆରି ତରେକ୍ ଜିବନ୍ କରି ଉଟାଇଲା । ଆମେ ଅଇଲୁନି ତାର୍ ସାକି ।
କାଇକେବଇଲେ ଆମେ ପରମେସରର୍ ପିଲାଟକି । ତାର୍ ଲକ୍ମନ୍କେ କାତା ଦେଇରଇବା ଆସିର୍ବାଦେ ଆମେ ମିସ୍ବୁ । ଆରି କିରିସ୍ଟର୍ ପାଇ ପରମେସର୍ ଜନ୍ଟା ଟୁଲାଇ ସଙ୍ଗଇଲା ଆଚେ, ତେଇ ମିସା ଆମର୍ ପାଇ ବାଟା ଆଚେ । ଜଦି ଆମେ ଜିସୁର୍ ଦୁକ୍ପାଇବାତେଇ ମିସ୍ଲୁ ଆଚୁ, ତେବେ ତାର୍ ଡାକ୍ପୁଟା ପାଇବାତେଇ ମିସା ମିସ୍ବୁ ।
ମାତର୍ ଏ ସେସ୍ କାଲେ ତାର୍ ପଅକେ ପାଟାଇକରି ତାର୍ କାତା ଜାନାଇ ଆଚେ । ତାର୍ଲାଗି ଏ ଜଗତ୍ ତିଆର୍ କଲାଆଚେ ଆରି ଜଗତର୍ ସବୁ ବିସଇର୍ ଉପ୍ରେ ତାକେ ଅଦିକାର୍ ଦେଲାଆଚେ ।