18 ଜନ୍ ଲକ୍ମନ୍ ସେ ପାକ୍ନା ଉପ୍ରେ ଅଦର୍ବାଇ, ସେମନ୍ କଣ୍ଡ୍ କଣ୍ଡ୍ ଅଇଜିବାଇ, ଆରି ସେ ପାକ୍ନା ଜାର୍ ଉପ୍ରେ ଅଦର୍ସି, ସେ ବିଲି ଆଜିଜାଇସି ।”
ଅଙ୍ଗୁର୍ ତଲ୍ବାବେଲେ ସେ ସାଉକାର୍ ତାର୍ ଦାଙ୍ଗ୍ଡାମନ୍କେ ନିଜର୍ ଆଦିବାଗ୍ ମାଙ୍ଗ୍ବାକେ ଚାସିମନର୍ ଲଗେ ପାଟାଇଲା ।
ଆରି ଜେ ଏ ପାକ୍ନା ଉପ୍ରେ ଅଦର୍ସି, ସେ କଣ୍ଡ୍ କଣ୍ଡ୍ ଅଇଜାଇସି । ଆରି ଏ ପାକ୍ନା ଜାର୍ ଉପ୍ରେ ଅଦର୍ସି, ସେଟା ତାକେ ଚାପି କରି ଗୁଣ୍ଡ୍ କରି ଦେଇସି ।
ଜେନ୍ତାରି କି ଜନ୍ ସୁବ୍କବର୍ ଜାନାଇଲେ ଜିଉଦି ନଇଲା ଲକ୍ମନ୍କେ ମୁକ୍ତି ମିଲି ପାର୍ସି, ସେଟା ଚାଡି ଦେଅତ୍ ବଲି ଆମ୍କେ ସେମନ୍ ଚେସ୍ଟା କଲାଇନି । ଏନ୍ତାରି ସେମନ୍ କର୍ତେରଇବା ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ସାରାସାରି ଆସି କେଟିଆଚେ । ଏବେ ସାରାସାରି ବେଲାଇ ସେମନର୍ ବିରୁଦେ ପର୍ମେସରର୍ ରିସା ଅଇଆଚେ ।