ଲୁକ୍ 20:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ସେବେଲା ସାସ୍ତର୍ ସିକାଉମନ୍ ଆରି ମୁକିଅ ପୁଜାରିମନ୍ ଜିସୁର୍ କାତାନି ସୁନି, ତାକେ ଦାପ୍ରେ ବନ୍ଦି କର୍ବାକେ ବାଟ୍ କଜ୍ତେ ରଇଲାଇ । କାଇକେ ବଇଲେ ଜିସୁ କଇବା ଅଙ୍ଗୁର୍ ବାଡର୍ କାତା, ସେମନର୍ ବିସଇନେଇ କଇଲାନି ବଲି ବୁଜ୍ଲାଇ । ମାତର୍ ସେମନ୍ ଲକ୍ମନ୍କେ ଡର୍ତେ ରଇଲାଇ । အခန်းကိုကြည့်ပါ။ |