29 ଏନ୍ତି ସାତ୍ବାଇ ରଇଲାଇ । ପର୍ତୁମ୍ ବାଇ ବିବା ଅଇ ପିଲାଟକି ନଇତେ ମରିଗାଲା ।
ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ମସା ଆମର୍ ପାଇ ଏନ୍ତି ନିୟମ୍ ଲେକିଆଚେ ଜେ, ଗଟେକ୍ ଲକ୍ ବିବାଅଇ ପିଲାଟକି ନ ଅଇତେ ମରିଗାଲେ ତାର୍ ବାଇ ସେ ରାଣ୍ଡିମାଇଜିକେ ସଙ୍ଗଇସି । ଆରି ପିଲାଟକି ଅଇଲେ ତାର୍ ବଡ୍ବାଇର୍ କୁଟୁମ୍ ରକିଆ ଅଇସି ।
ତାର୍ ପଚେ ବଡ୍ମଜିଆ ରାଣ୍ଡିମାଇଜିକେ ସଙ୍ଗଇଲା । ମାତର୍ ସେ ମିସା ପିଲାଟକି ନଇତେ ମରିଗାଲା ।