30 ତାର୍ ପଚେ ବଡ୍ମଜିଆ ରାଣ୍ଡିମାଇଜିକେ ସଙ୍ଗଇଲା । ମାତର୍ ସେ ମିସା ପିଲାଟକି ନଇତେ ମରିଗାଲା ।
ଏନ୍ତି ସାତ୍ବାଇ ରଇଲାଇ । ପର୍ତୁମ୍ ବାଇ ବିବା ଅଇ ପିଲାଟକି ନଇତେ ମରିଗାଲା ।
ତାର୍ ପଚେ ମଜିଆବାଇ ରାଣ୍ଡିମାଇଜିକେ ସଙ୍ଗଇଲାକେ ପିଲାଟକି ନଇତେ ମରିଗାଲା । ସେନ୍ତି ସେ ରାଣ୍ଡିମାଇଜିକେ ସାତ୍ ବାଇ ଜାକ ସଙ୍ଗଇ ପିଲାଟକି ନଇତେ ମରିଗାଲାଇ ।