4 ଜଅନ୍ କାର୍ ଅଦିକାର୍ ମିଲାଇ ଲକ୍ମନ୍କେ ଡୁବନ୍ ଦେଇତେ ରଇଲା ? ସରଗର୍ ପର୍ମେସର୍ ଦେଲାଟାନେ ଅନି କି, ଲକ୍ମନର୍ଟାନେ ଅନି ?”
ସେଟାର୍ପାଇ ମୁଇ ଏ ଜାଗା ଚାଡିକରି ମର୍ ବାବାର୍ ଲଗେ ବାଉଡି ଜିବି । ଆରି ତାକେ କଇବି, “ଏ ବାବା ମୁଇ ପର୍ମେସର୍ ଆରି ତର୍ ବିରଦେ ପାପ୍ କରିଆଚି ।
ମାତର୍ ଜିସୁ କଇଲା, “ମୁଇ ମିସା ତମ୍କେ ଗଟେକ୍ କାତା ପାଚାର୍ବି, ତମେ ମକେ କୁଆ ।
ସେବେଲାଇ ସେମନ୍ ନିଜର୍ ନିଜର୍ ବିତ୍ରେ ଦଦାପେଲା ଅଇଲାଇ । ଜଦି ଜଅନର୍ ଡୁବନ୍ ସର୍ଗେଅନି ବଲି କଇଲେ, କାଇକେ ତାକେ ବିସ୍ବାସ୍ କରାସ୍ ନାଇ ? ବଲି କଇବାଇ ।
ପର୍ମେସର୍, ଜଅନ୍ ନାଉଁର୍ ଗଟେକ୍ ଲକ୍କେ ତାର୍ କବର୍ନେଉ କରି ପାଟାଇଲା ।