41 ତାର୍ ପଚେ ଜିସୁ ତାର୍ କାତା ସୁନ୍ବା ଲକ୍ମନ୍କେ ପାଚାର୍ଲା, “ପର୍ମେସର ବାଚିପାଟାଇଲା କିରିସ୍ଟ ଦାଉଦ୍ ରାଜାର୍ ନାତିତିତି ବଲି ଲକ୍ମନ୍ କାଇକେ କଇଲାଇନି ?”
ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
ଜିସୁ ସେ ଜାଗାଇଅନି ବାରଇ ଜିବାବେଲେ ଦୁଇଟା କାଣା, ତାର୍ ପଚେ ପଚେ ଇଣ୍ଡି ଆଇଲାଇ । ସେମନ୍ ଆଉଲି ଅଇକରି କଇବାର୍ ଦାର୍ଲାଇ । “ଏ ଦାଉଦ୍ ରାଜାର୍ ପଅ ! ଆମ୍କେ ଦୟା କରା ।”
ସାସ୍ତରେ ଏନ୍ତି ଲେକା ଅଇଲା ଆଚେ, ପର୍ମେସର୍ ବାଚି ପାଟାଇଲା ରାଜା ମସିଅ, ଦାଉଦ୍ ରାଜାର୍ ଜାଗାଇ, ତାର୍ କୁଟୁମେ ବେତ୍ଲିଇମ୍ ଗଡେ ଜନମ୍ ଅଇ ଆଇସି । ” ବଲି କଇଲାଇ ।
ସେ ଗଟେକ୍ ବବିସତ୍ବକ୍ତା ରଇଲା ଆରି ପର୍ମେସର୍ ସପତ୍କରି କଇଲା ବିସଇ ଜାନିରଇଲା । ପର୍ମେସର୍ ତାକେ କାତା ଦେଇରଇଲା ଜେ, ତାର୍ ଗଟେକ୍ ନାତିତିତି ଦିନେକ୍ ତାର୍ପାରା ସାସନ୍ କର୍ସି ।
“ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”