43 ମୁଇ ତର୍ ବିରଦିମନ୍କେ ଆରାଇକରି ତର୍ ପାଦ୍ତଲେ ସଙ୍ଗଇବା ପିଡାପାରା ନ କର୍ବା ଜାକ, ତୁଇ ମର୍ ଉଜାବାଟେସେ ବସି ର ।
ମାତର୍ ଜେମନ୍ ମୁଇ ତାକର୍ ରାଜା ଅଇବାକେ ମନ୍ ନ କର୍ତେ ରଇଲାଇ, ସେମନ୍କେ ଡାକି ଆନି ମର୍ ମୁଆଟେ ମରାଇଦିଆସ୍ ।”
ଜଦି ଦାଉଦ୍ ରାଜା କିରିସ୍ଟକେ ମାପ୍ରୁ ବଲି ଡାକି ରଇଲେ ଆରି କିରିସ୍ଟ କେନ୍ତି ଦାଉଦ୍ ରାଜାର୍ ନାତିତିତି ଅଇସି ? ବଲି ପାଚାର୍ଲା ।