8 ଆରି ଜିସୁ ସେମନ୍କେ କଇଲା, “ଏନ୍ତି ବଇଲେ ମୁଇ ମିସା କାର୍ ଅଦିକାର୍ ମିଲାଇକରି ଏସବୁ ବିସଇ କଲିନି, ସେଟା ତମ୍କେ ନ କଇ ।”
ସେମନର୍ ବିସଇନେଇ ତେରେପେତେ ଉଆନାଇ । ସେମନ୍ କାଣାମନ୍କେ ବାଟ୍ ଦେକାଉ କାଣାମନ୍ । ଗଟେକ୍ କାଣା ଆରି ଗଟେକ୍ କାଣାକେ ବାଟ୍ଦେକାଇଲେ ଦୁଇ ଲକ୍ ଜାକ କାଲେ ଅଦର୍ବାଇ ।”
ଏ ଜୁଗର୍ ଲକ୍ମନ୍ କେଡେ କାରାପ୍ ଆରି ପରମେସର୍କେ ବିସ୍ବାସ୍ ନ କରୁମନ୍ ! ତମେ ଗଟେକ୍ କାବାଅଇଜିବା କାମ୍ ଦେକ୍ବାକେ କଇଲାସ୍ନି ? ମାତର୍ ନାଇ, ଜୁନସର୍ ଜିବନେ ଗଟ୍ଲାଟା ଚାଡି ଆରି ଗଟେକ୍ ମିସା କାବାଅଇଜିବା କାମ୍, ତମେ ମର୍ତେଇ ଦେକିନାପାରାସ୍ ।” ଏଟା କଇ ଜିସୁ ସେମନ୍କେ ଚାଡି ଉଟିଗାଲା ।
ସେଟାର୍ପାଇ ସେମନ୍ ଜିସୁକେ କଇଲାଇ, “ଆମେ ନାଜାନୁ ।” ଜିସୁ ସେମନ୍କେ କଇଲା, “କନ୍ ଅଦିକାରେ ଏ ସବୁ କଲିନି ସେଟା ମୁଇ ମିସା ତମ୍କେ ନ କଇ ।”
ସେଟାର୍ପାଇ ସେମନ୍ ଆମେ ନାଜାନୁ । ବଲି ଜିସୁକେ କଇଲାଇ । ତାର୍ପଚେ ଜିସୁ ସେମନ୍କେ କଇଲା, “ଏନ୍ତି ବଇଲେ ମୁଇ ମିସା କନ୍ ଅଦିକାରେ ଏସବୁ କାମ୍ କଲିନି, ସେଟା ତମ୍କେ ନ କଇ ।”
ଏଟା ବାବିକରି ସେମନ୍ “ଆମେ ନାଜାନୁ ।” ବଲି କଇଲାଇ ।
ତାର୍ ପଚେ ଜିସୁ ଲକ୍ମନ୍କେ ବୁଜାଇବାକେ ଗଟେକ୍ କାତାନି କଇଲା । “ଗଟେକ୍ ଲକ୍ ତାର୍ ପଦାଇ ଅଙ୍ଗୁର୍ ତାସ୍ କରି, କେତେଟା ତାସିକେ ଆଦିବାଗ୍ କର୍ବାକେ ଦେଲା । ଦେଇକରି ସେ ବେସି ଦିନର୍ ପାଇ ଗଟେକ୍ ଦୁର୍ ଦେସେ ରଇବାକେ ଉଟିଗାଲା ।
ମୁଇ ତମ୍କେ ପାଚାର୍ଲେ ମିସା ନ କୁଆସ୍ ।