13 ମର୍ ବିସଇ ତମେ ବିନ୍ ଲକ୍ମନ୍କେ କଇବାକେ ଗଟେକ୍ ସମାନ୍ ବେଲା ଅଇସି ।
ସେ ଦିନେଅନି ଜିଉଦା ଜିସୁକେ ଦାରାଇ ଦେବାକେ ବେଲା କଜ୍ତେରଇଲା ।
ଏ ବାଇବଇନିମନ୍, ତମେ ଜାନ୍ବାର୍ ଆଚେ କି କିରିସ୍ଟର୍ପାଇ ମର୍ ଜିବନେ ଜେତ୍କି ଗଟିଆଚେ, ତାର୍ଲାଗି ଅଦିକ୍ ଲକ୍ ସୁବ୍କବର୍ ବିସ୍ବାସ୍ କର୍ବାକେ ଗଟେକ୍ ବାଟ୍ ଆଇଲା ।
ଜନ୍ ଲକ୍ମନ୍ ତମର୍ ବିରଦେ ଆଇଲାଇନି, ସେମନ୍କେ ଡରା ନାଇ । ତମେ ସାଆସ୍ ଦାରିରଇଲେ, ପର୍ମେସର୍ ସେମନ୍କେ କୁରୁପ୍ନାସ୍ କରି ତମ୍କେ ରକିଆ କର୍ସି ବଲି ଜାନ୍ବାଇ । ଏ ସବୁ ବିସଇ ପର୍ମେସର୍ସେ କର୍ସି ।
ପର୍ମେସରର୍ ଜନ୍ ରାଇଜର୍ପାଇ ତମେ ଦୁକ୍ କସ୍ଟ ପାଇଲାସ୍ନି, ସେ ରାଇଜ୍ ପାଇସା । ପର୍ମେସରର୍ ବିଚାର୍ କର୍ବାଟା ଟିକ୍ ଆକା, ଇତିଅନି ସେଟା ଜାନିଅଇଲାନି ।