2 ସେବେଲା ଗଟେକ୍ ଅର୍କିତ୍ ରାଣ୍ଡି ମାଇଜି ମିସା ଜଡେକ୍ ତାମାକାସୁ ଦେବାଟା ଜିସୁ ଦେକ୍ଲା ।
ସାରାସାରି ଗଟେକ୍ ଗରିବ୍ ରାଣ୍ଡି ମାଇଜି ଦାନ୍ ଦେବା ପେଡିଲଗେ ଆସିକରି ଦୁଇଟା ସାନ୍ ତାମା କାସୁ ପୁରାଇଦେଲା । ସେ ଦୁଇଟା ଡାବୁର୍ ଦାମ୍ ଗଟେକ୍ ଟାଙ୍ଗାଇ ଅନି ମିସା ଉନା ।
“ମୁଇ ତମ୍କେ ସତ୍ କାତା କଇଲିନି, ସବୁ ଲକର୍ଟାନେଅନି ଏ ରାଣ୍ଡିମାଇଜି ଅଦିକ୍ ଦେଲା ଆଚେ ।