21 ସେବେଲାଇ କେ କେ ଜିଉଦା ଦେସେ ରଇବାଇ, ସେମନ୍ ଡଙ୍ଗର୍ ବିତ୍ରେ ପାଲାଅତ୍ । କେ କେ ଗଡ୍ ବିତ୍ରେ ରଇବାଇ ସେମନ୍ କେନେ ମିସା ବଁଚ୍ବାକେ ପାଲାଅତ୍ । କେ କେ ଗଡ୍ ବାଇରେ ରଇବାଇ ସେମନ୍ ଗଡ୍ ବିତ୍ରେ ନ ପୁରତ୍ ।
ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
ସେବେଲେ ଜନ୍ ଲକ୍ମନ୍ ଜିଉଦା ରାଇଜେ ରଇବାଇ, ସେମନ୍ ଡଙ୍ଗ୍ରେ ପାଲାଅତ୍ ।
ଜଦି କେ ଗରର୍ ଚାଉନି ଉପ୍ରେ ରଇସିବଇଲେ, ସେ ଗର୍ ବିତ୍ରେ ତାର୍ କାଇମିସା ଦିନ୍ସୁ ଆନ୍ବି ବଲିକରି ନ ଜାଅ ।
ତାର୍ପଚେ ସର୍ଗେ ଅନି ଆରି ଗଟେକ୍ ସବଦ୍ ଏନ୍ତାରି କଇବାଟା ମୁଇ ସୁନ୍ଲି । “ମର୍ ଲକ୍ମନ୍ ତାର୍ଟାନେଅନି ବାରଇ ଆସା । ତମେ ଜଦି ତାର୍ ପାପେ ମିସ୍ଲେ, ସେ ପାଇବା ଡଣ୍ଡେ ମିସ୍ସା ।