23 ସେ ଦିନ୍ମନ୍କେ ଗାଗ୍ଡେ ରଇବା ମାଇଜିମନ୍ ଆରି ଦୁଦ୍ କୁଆଇତେରଇବା ମାଆମନର୍ କେତେକ୍ ଦୁକର୍ ଦିନ୍ ଅଇସି । ଏ ଦେସର୍ ଲକ୍ମନ୍କେ ଅପର୍ବଲ୍ ଦୁକ୍ ଆଇସି ଆରି ସେମନ୍ ଡଣ୍ଡ୍ ପାଇବାଇ ।
ସେମନ୍ ଜିସୁକେ ପାଚାର୍ଲାଇ, “ଏମନ୍ କାଇବଲି କଇଲାଇନି ତୁଇ ସୁନି ପାର୍ଲୁସ୍ନି ?” ଜିସୁ କଇଲା, “ଉଁ ସୁନ୍ଲିନି । ଦରମ୍ ସାସ୍ତରେ କାଇ ଏ କାତା ପଡାସ୍ ନାଇ କି ? ‘ତମେ ପିଲାମନ୍କେ ଆରି କଅଁଲା ପିଲାମନ୍କେ ଟିକ୍ ଇସାବେ ଆରାଦନା କର୍ବାକେ’ ସିକାଇଆଚାସ୍ ?”
ସେମନ୍ କଇଲାଇ “ବଦ୍ମାସ୍ମନ୍କେ ମାରି ମରାଇସି । ଆରି ଜନ୍ ଚାସିମନ୍ ସମାନ୍ ବେଲାଇ ତାର୍ ଆଦିବାଗ୍ ଦେବାଇ, ସେ ଜମି ସେମନର୍ ଆତେ ଜିମା ଦେଇସି ।”
ଆରି ଜେ ଏ ପାକ୍ନା ଉପ୍ରେ ଅଦର୍ସି, ସେ କଣ୍ଡ୍ କଣ୍ଡ୍ ଅଇଜାଇସି । ଆରି ଏ ପାକ୍ନା ଜାର୍ ଉପ୍ରେ ଅଦର୍ସି, ସେଟା ତାକେ ଚାପି କରି ଗୁଣ୍ଡ୍ କରି ଦେଇସି ।
ସେଡ୍କିବେଲେ ଗାଗ୍ଡେ ରଇବା ମାଇଜିମନ୍ ଆରି ପିଲାକେ ଦୁଦ୍ କୁଆଇତେ ରଇବା ମାମନର୍ ଦସା କେଡେ ଇନସ୍ତା ଅଇସି ।
ଗାଗ୍ଡେ ରଇଲା ମାଇଜିମନର୍ପାଇ ଆରି ଦୁଦ୍ କୁଆଇବା ମାଇଜିମନର୍ ପାଇ ସେବେଲେ ପାଲାଇବାକେ ବେସି କସ୍ଟ ଅଇସି ।
ମାତର୍ ଜେମନ୍ ମୁଇ ତାକର୍ ରାଜା ଅଇବାକେ ମନ୍ ନ କର୍ତେ ରଇଲାଇ, ସେମନ୍କେ ଡାକି ଆନି ମର୍ ମୁଆଟେ ମରାଇଦିଆସ୍ ।”
ସେଟାର୍ପାଇ ବଲି ଏନ୍ତି ବେସି ବାଦା ଅଇଜିବା ଦିନ୍ ଆଇସି । ତମର୍ ସତ୍ରୁମନ୍ ତମର୍ ଚାରିବେଟ୍ତି ପାଚୁରି ବାନ୍ଦି ଅଟ୍କାଇବାଇ ଆରି ଚାରିବେଡ୍ତି ଅନି ତମର୍ ଉପ୍ରେ ମାଣ୍ଡି ଆଇବାଇ ।
କାଇକେବଇଲେ ଦେକା “ଜନ୍ ମାଇଜି ବାଞ୍ଜି ଆରି କେବେ ମିସା ଗାଗ୍ଡେ ନ ଅଇକରି ଆଚତ୍, ଆରି ଜେ କି କେବେ ମିସା ଦୁଦ୍ କୁଆଏ ନାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ !” ବଲି କଇବା ଦିନ୍ ଆଇଲାନି ।
ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
ଜେନ୍ତାରି କି ଜନ୍ ସୁବ୍କବର୍ ଜାନାଇଲେ ଜିଉଦି ନଇଲା ଲକ୍ମନ୍କେ ମୁକ୍ତି ମିଲି ପାର୍ସି, ସେଟା ଚାଡି ଦେଅତ୍ ବଲି ଆମ୍କେ ସେମନ୍ ଚେସ୍ଟା କଲାଇନି । ଏନ୍ତାରି ସେମନ୍ କର୍ତେରଇବା ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ସାରାସାରି ଆସି କେଟିଆଚେ । ଏବେ ସାରାସାରି ବେଲାଇ ସେମନର୍ ବିରୁଦେ ପର୍ମେସରର୍ ରିସା ଅଇଆଚେ ।
ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
ଏ ସାଉକାର୍ ଲକ୍ମନ୍, ମର୍କାତା ସୁନା । ତମ୍କେ ଜନ୍ ଦୁକ୍କସ୍ଟ ଆଇଲାନି, ସେଟାର୍ ପାଇ ମାରିଚପିଅଇ କାନ୍ଦା ।
କାଇକେବଇଲେ ପର୍ମେସର୍ ସବୁ ଲକ୍କେ ବିଚାର୍ କର୍ବାଦିନ୍ ଲଗେ କେଟ୍ଲା ଆଚେ । ଆରି ସେ ତାର୍ ନିଜର୍ ଲକ୍କେ ପର୍ତୁମ୍ ବିଚାର୍ କର୍ସି । ଜଦି ସେଟା ଆମର୍ ସଙ୍ଗ୍ ଆରାମ୍ ଅଇଲେ, ତାର୍ ସୁବ୍ କବର୍ ଚାଡିଦେଲା ଲକ୍ମନର୍ ଦସା କେନ୍ତାର୍ ଅଇସି ?