ଲୁକ୍ 21:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 କେତେ ଲକ୍କେ କାଣ୍ଡାର୍ଦାର୍ ସଙ୍ଗ୍ ମରାଇବାଇ ଆରି କେତେ ଲକ୍ମନ୍କେ ବନ୍ଦିକରି ବିନ୍ବିନ୍ ଦେସେ ଦାରିଜିବାଇ । ଜିଉଦି ନଇଲା ଲକ୍ମନର୍ ବେଲା ନ ସାର୍ବାଜାକ ଜିରୁସାଲାମ୍ ବିନାସ୍ କର୍ବାକେ ଚାଡିଦେବାଇ ।” အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।