29 ଆରି ଜିସୁ ସେମନ୍କେ ଗଟେକ୍ ଉଦାଅରନ୍ କଇଲା, “ଡୁମ୍ରି ଗଚ୍ ଆରି ବିନ୍ ସବୁ ଗଚର୍ କାତା ଚିନ୍ତା କରା ।
ବାଟ୍ପାଲି ଗଟେକ୍ ଡୁମ୍ରି ଗଚ୍ ରଇଲା । ଜିସୁ ସେ ଗଚ୍ ଲଗେ ଜାଇ ତେଇ ପତର୍ ରଇବାଟା ଚାଡି, ଆରି କାଇଟା ଦେକେ ନାଇ । ତେବେ ସେ ଗଚ୍କେ କଇଲା, “ତୁଇ ଆରି କେବେ ମିସା ପଲ୍ ନ ଦାରୁସ୍ !” ସେ ଦାପ୍ରେ ସେ ଡୁମ୍ରି ଗଚ୍ ସୁକିଗାଲା ।
ମାତର୍ ଏ ସବୁ ଗଟ୍ନା ଆରାମ୍ ଅଇଲେ ତମେ ଡାଟ୍ସଙ୍ଗ୍ ଟିଆଅଇ ଉପ୍ରେ ଦେକା । କାଇକେ ବଇଲେ ତମର୍ ରକିଆ ପାଇବା ଦିନ୍ ଲଗେ ଆଚେ ।”
ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା ।