3 “ମୁଇ ତମ୍କେ ସତ୍ କାତା କଇଲିନି, ସବୁ ଲକର୍ଟାନେଅନି ଏ ରାଣ୍ଡିମାଇଜି ଅଦିକ୍ ଦେଲା ଆଚେ ।
ମୁଇ ତମ୍କେ ସତ୍ କଇଲିନି, ସେ ତାକେ ନିଜର୍ ସବୁର୍ ଉପ୍ରେ ଅଦିକାର୍ ଦେଇସି ।
ସେବେଲା ଗଟେକ୍ ଅର୍କିତ୍ ରାଣ୍ଡି ମାଇଜି ମିସା ଜଡେକ୍ ତାମାକାସୁ ଦେବାଟା ଜିସୁ ଦେକ୍ଲା ।
କାଇକେ ବଇଲେ ସାଉକାର୍ ଲକ୍ମନ୍ ନିଜର୍ ନିଜର୍ ଅଗଲ୍ଲା ଦନ୍ତେଇଅନି ଅଲପ୍ ଅଲପ୍ ଦେଲାଇ ଆଚତ୍ । ମାତର୍ ଏ, ନିଜେ ବଁଚ୍ବା ପାଇ ତାର୍ ଜେତ୍କି ରଇଲା ସବୁ ଦେଲା ଆଚେ ।”
“ମାତର୍ ମୁଇ ତମ୍କେ ସତ୍କାତା କଇଲିନି, ଜେଡେବେଲେ ବବିସତ୍ବକ୍ତା ଏଲିୟର୍ ବେଲେ ତିନ୍ବରସ୍ ଚ ମାସ୍ ଜାକ ବାଦଲେଅନି ପାନିମାରେ ନାଇକେ ଗୁଲାଇ ଦେସେ ମର୍ଡି ଅଇରଇଲା, ସେବେଲେ ଇସ୍ରାଏଲ୍ ଦେସେ କେତେ କେତେ ରାଣ୍ଡିମାଇଜିମନ୍ ରଇଲାଇ ।
ମାତର୍ ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ରାଇଜ୍ ନ ଦେକ୍ବାଜାକ ଇତି ଟିଆଅଇରଇବା ଲକ୍ମନର୍ ବିତ୍ରେଅନି କେତେଲକ୍, ପର୍ମେସରର୍ ରାଇଜ୍ ଦେକ୍ବାଇ ।”
ସିତିଅନି ପିତର୍ କଇଲା, “ଏବେ ମୁଇ ବୁଜିପାର୍ଲିନି ଜେ ପର୍ମେସର୍ କେତେଟା ଦଲ୍ମନ୍କେସେ ଡାକ୍ସି, ସେନ୍ତାରି ନଏଁ, ମାତର୍ ସବୁକେ ସମାନ୍ ଇସାବେ ଡାକ୍ସି ।
କାଇକେବଇଲେ ଏ ନଅରେ ଏରଦ୍ ଆରି ପନ୍ତିୟ ପିଲାତ୍ ଇସ୍ରାଏଲିୟମନର୍ ସଙ୍ଗ୍ ଆରି ଜିଉଦି ନ ଅଇରଇବା ଲକର୍ସଙ୍ଗ୍ ମିସି ଜିସୁର୍ ବିରଦେ ଜଜ୍ନା କଲାଇ । ସେ ସେ ତମର୍ ସୁକଲ୍ ଦାଙ୍ଗ୍ଡା ଆରି ତମେ ବାଚ୍ଲା ମସିଅ ।
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।