30 ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା ।
ଡୁମ୍ରି ଗଚେଅନି ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା ।
“ଆରି ନିଜେ ନିଜେ କାଇକେ ଟିକ୍ ବିଚାର୍ କରାସ୍ ନାଇ ?
ଆରି ଜିସୁ ସେମନ୍କେ ଗଟେକ୍ ଉଦାଅରନ୍ କଇଲା, “ଡୁମ୍ରି ଗଚ୍ ଆରି ବିନ୍ ସବୁ ଗଚର୍ କାତା ଚିନ୍ତା କରା ।
ତମେ ନିଜେ ନିଜେ ବିସ୍ବାସେ ଆଚାସ୍ କି ନାଇ, ବିଚାର୍ କରି ଦେକା । ଜିସୁକିରିସ୍ଟ ତମର୍ ବିତ୍ରେ ବାସା ଅଇଆଚେ ବଲି ନାଜାନାସ୍ କି ? ତମେ ବିସ୍ବାସ୍ କରାସ୍ ନାଇକେ, କିରିସ୍ଟ ତମର୍ଟାନେ ବାସା ଅଏନାଇ ।